-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ଜିଲ୍ଲା

ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା

25-Jun-2026



ଲୋଇସିଂହା, (ବିନୋଦ ଦୀପ) ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ର ଧାରା ଓଡିଶା ସାରା ଅବସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ବାଦିମୁଣ୍ଡା ପଂଚାୟତ ରେ ଅନୁଷ୍ଠିତ ହୋଇଥିଲା l ସରପଞ୍ଚ କିରନ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ନାଏବ ସରପଞ୍ଚ ପୁଷ୍ପାଞ୍ଜଳି ତ୍ରିପାଠୀ, ପିଇଓ ଭିକାରୀଚରଣ କର୍ମୀ, ୱାର୍ଡସଭ୍ୟ ବାଗଦଳ କବାଟ, ସମିତି ସଭ୍ୟା ଶ୍ରୀମତୀ ଉଦୁରକୁଲିଆ, ଶ୍ରୀମତୀ ମେହେର, ଯୋଗାଣ ସହାୟକ ମଂଚାସୀନ ଅତୀତି ଭାବେ ଯୋଗ ଦେଇଥିଲେ l ଆୟୁଷ୍ମାନ କାର୍ଡ 5 ଜଣ, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ହିତାଧିକାରୀ ଙ୍କୁ ବଣ୍ଟନ କରାଗଲା l ଅନ୍ୟ ମାନଙ୍କ ମଧ୍ୟରେ ଆଶା ଅଙ୍ଗନୱାଡି, ଏଏନଏମ, ଏମବିକେ, ବରିଷ୍ଠ ନାଗରିକ ତଥା ପଞ୍ଚାୟତବାସୀ ଏହି ଜନକଲ୍ୟାଣ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସହଯୋଗ କରିଥିଲେ l ମଞ୍ଚାସିନ ଅତିଥି ମାନେ ସୁଭଦ୍ରା ଯୋଜନାର ସଫଳ ରୂପାୟନ ଉପରେ ଆଲୋକପାତ କରିଵା ସହ ମହିଳା ସଶକ୍ତିକରଣ ଉପରେ ବକ୍ତବ୍ୟ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like