-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||     

HOME   ଜିଲ୍ଲା

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

25-Jun-2026



ବରପାଳି (ସୁଦାମ ଦୀପ)
ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବରପାଳି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆନୁକୂଲ୍ୟରେ ସ୍ଥାନୀୟ  ଗଙ୍ଗାଧର କଲ୍ୟାଣ ମଣ୍ଡପ ଠାରେ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭୁବନ କୁମାର ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଓ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ବରଗଡ ସାଂସଦ ପ୍ରତିନିଧି ଶ୍ରୀ ପଦ୍ମଲୋଚନ
ସାହୁ ,ବିଧାୟକ ପ୍ରତିନିଧି ପ୍ରତାପ ସିଂ, ଉପାଧ୍ୟକ୍ଷା ସୁପ୍ରିତା ଜେନା ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ନାଗରିକମାନଙ୍କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାଧ୍ୟମରେ ପ୍ରଦାନ କରାଯାଉଥିବା ବିଭିନ୍ନ ସରକାରୀ ସୁବିଧା ଓ ସେବା ସମ୍ପର୍କରେ ସଚେତନ କରାଇଥିଲେ।   ସି ଓ ସ୍ନିକଧାରାଣୀ ବିଶ୍ୱାଳ ସଭା ସଂଚାଳନ କରିଥିବା ବେଳେ  କାର୍ଯ୍ୟକ୍ରମ କୁ ମୁଖ୍ୟ କିରାଣୀ ବିକାଶ ସାହୁ, ଡି ଏମ ଏମ  ନଳିନୀ କାନ୍ତ ଦାସ, ଡି ଇ ଓ ବାବୁଲୁ ବେହେରା, ସର୍ବେଶ୍ୱର ସାହୁ ସହଯୋଗ କରିଥିଲେ। ଏହି ଅବସରରେ ଉପସ୍ଥିତ ହିତାଧିକାରୀ ଓ ସାଧାରଣ ଜନତା ଅଭାସୀ (ଭର୍ଚୁଆଲ୍) ମାଧ୍ୟମରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ସଂଯୁକ୍ତ ହୋଇ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ପଦକ୍ଷେପ ସମ୍ପର୍କରେ ସୂଚନା ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ନାଗରିକ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026

You Might Also Like