-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ

25-Jun-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର):  -ଏହି ବ୍ଲକର ଗଧାପାଲି ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ୨ଗୋଟି ପାଚିକା ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ଏଥିରେ ଜଣେ ଲେଖାଏ ତଫସିଲଭୁକ୍ତ ଜାତି ଓ ଜନଜାତିର ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବେଳେ ଉକ୍ତ ବିଦ୍ୟାଳୟର ପଛୁଆବର୍ଗର ପିଅନଙ୍କ ମାଁ ଏବଂ ସ୍ତ୍ରୀଙ୍କୁ ନିଯୁକ୍ତି ପ୍ରଦାନକୁ ବିରୋଧ କରି ଦୁଇ ଦିନ ହେବ ଡୁଙ୍ଗୁରିପାଲି ବିଇଓଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ପ୍ରାପ୍ତ ସୂଚନା ଅନୁସାରେ ଉକ୍ତ ଗ୍ରାମର ସରୋଜିନୀ ମିର୍ଦ୍ଧା, ଶାନ୍ତିଲତା ଦଲେଇ ଓ ମିଥୁଲା ସେଠ ପାଚିକା ପାଇଁ ଦରଖାସ୍ତ ଆବେଦନ କରିଥିଲେ । ସରୋଜିନୀ ଏବଂ ଶାନ୍ତିଲତା ଏସଟି ଏବଂ ମିଥୁଲା ସେଠ ଏସସି ବର୍ଗର । ଏମାନଙ୍କୁ ନିଯୁକ୍ତି ନ ଦେଇ ଉକ୍ତ ବିଦ୍ୟାଳୟର ପିଅନ ଭାବେ କାର୍ଯ୍ୟରତ ତାଙ୍କ ମାଁ ଏବଂ ସ୍ତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି । ଏହାକୁ ପ୍ରତିବାଦ କରି ଆବେଦନକାରୀମାନେ ସ୍କୁଲ କର୍ତ୍ତୃପକ୍ଷ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଏଥୁରେ ଚଞ୍ଚକତା କରିଥିବା ନେଇ ଗତ ୧୧/୪/ ୨୦୨୫ରେ ଡୁଙ୍ଗୁରିପାଲି ବିଇଓ ଏବଂ ପରବର୍ତି ସମୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଜନଶୁଣାଣିରେ ୨୧/ ୭/ ୨୦୨୫ ଏବଂ / ୨୫/୫/୨୦୨୬ରେ ଜଣାଇଥିଲେ । ଏଥିରେ କୌଣସି ପଦକ୍ଷେପ ନ ହେବାରୁ ଗତକାଲି ଏବଂ ଆଜି ଡୁଙ୍ଗୁରିପାଲି ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଉକ୍ତ ତିନି ଜଣ ମହିଳା ଅନଶନରେ ବସିଛନ୍ତି । ଏଥିରେ କୌଣସି ପଦକ୍ଷେପ ନ ହେବାରୁ ସେମାନେ ଏ ବିଷୟରେ ଆଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଆଦିବାସୀ କଲ୍ୟାଣ ବିଭାଗ, ଗଣ ଶିକ୍ଷା ବିଭାଗକୁ ଜଣାଇଛନ୍ତି । ଏ ସଂପର୍କରେ ବିଇଓ ଗଣେଶ କିସାନଙ୍କୁ ପଚାରିବାରୁ ନିଯୁକ୍ତି ବିଦ୍ୟାଳୟ ପରିଚାଳନା କମିଟି ଚୟନ କରିଥାଏ। ଏହା ପରେ ସେ ଆମକୁ ଜଣାଇବା ପରେ ଜିଲ୍ଲା ଅଧିକାରୀଙ୍କୁ ଅନୁମୋଦନ ପାଇଁ ପଠାଇବା ପରେ ସେଠାରୁ ସ୍ଵିକୃତୀ ପାଇଥାଏ । ଏଥିରେ ଆମର କୌଣସି ଦାୟିତ୍ବ ନଥୁବା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like