-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ

25-Jun-2026



ଲୋଇସିଂହା (ବିନୋଦ ଦୀପ) ଓଡିଶା ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ଲୋଇସିଂହା ବ୍ଲକ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପିଇଓ ରମାକାନ୍ତ ଦୀପ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟପାଣି ଉଡ୍ଡୁ ଯୋଗ ଦେଇଥିବା ବେଳେ ବିଧାୟକ ଙ୍କ ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ, ସହକାରୀ ଉଦ୍ୟାନ ଅଧିକାରୀ ଲୋଇସିଂହା ସମ୍ବିଧାନ ଭୁଏ, ବ୍ଲକ କୃଷି ଅଧିକାରୀ ରୋହନ କୁମାର ସାହୁ, ଗୋଷ୍ଠୀ ଶିକ୍ଷାଧିକାରୀ ଲୋଇସିଂହା, ସରପଞ୍ଚ ବନିତା ମେହେର, ସମିତି ସଭ୍ୟ ପ୍ରତିନିଧି ସୁରେନ୍ଦ୍ର ପଟେଲ, ଯୁବମୋର୍ଚା ମଣ୍ଡଳ ସଭାପତି ଆନନ୍ଦ ମେହେର ମଂଚାସୀନ ଅତିଥି ଭାବେ ଏହି ଜନକଲ୍ୟାଣ କାର୍ଯ୍ୟକ୍ରମ ରେ ମଂଚାସୀନ ଅତୀଥି ଭାଵେ ଯୋଗ ଦେଇ ସରକାର ଙ୍କ ବିଗତ ଦୁଇବର୍ଷ ର ବିଭିନ୍ନ ଯୋଜନା ଉପରେ ବକ୍ତବ୍ୟ ରଖିଥିଲେ l ଆଜି ର ତୃତୀୟ ଦିବସ ରେ ଅନ୍ତଦ୍ୱୟ ଗୃହ 10 ଜଣ, ନୂତନ ରାସନ କାର୍ଡ 10 ଜଣ, ଭତ୍ତା ୮ ଜଣ ହିତାଧିକାରୀ ଙ୍କୁ ବଣ୍ଟନ କରାଗଲା l ଅନ୍ୟ ମାନଙ୍କ ମଧ୍ୟରେ ଆଶା, ଅଙ୍ଗନବାଡି, ଏସଏଚଜି ମା, ସିଆରପି, ଏମ.ବିକେ ସହ ଝାରମୁଣ୍ଡା ପଂଚାୟତବାସୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ମଞ୍ଚାସିନ ଅତିଥି ମାନେ ସୁଭଦ୍ରା ଯୋଜନାର ସଫଳ ରୂପାୟନ ଓ ଉପରେ ଆଲୋକପାତ କରିବା ସହ ସଶକ୍ତିକରଣ ଓ ସଚେତନତା ଉପରେ ବକ୍ତବ୍ୟ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like