-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଝିଅ ବୋହିଲା ବାପାର ଶବ, ଦେଲା ମୁଖାଗ୍ନି

09-Feb-2021



ମାଲକାନଗିରି(ପ୍ରେରଣା ଖବର) ସାଧାରଣତଃ ମହିଳା ଓ ଝିଅମାନେ ଶବ ସଂସ୍କାରରେ ସାମିଲ ହୁଅନ୍ତିନାହିଁ, କିନ୍ତୁ ମାଲକାନଗିରି ଥାନା ପ୍ରଧାନୀଗୁଡ଼ାର ସଂଯୁକ୍ତା ନାୟକ ଏହି ନିଆରା ଉଦାହରଣ ସୃଷ୍ଟି କରିଛନ୍ତି । ସଡ଼କ ଦୁର୍ଘଟଣାରେ ବାପାଙ୍କର ମୃତ୍ୟୁ ହୋଇଗଲା । ବାପାଙ୍କ ଅନ୍ତିମ ସଂସ୍କାର କିଏ କରିବ ସେନେଇ ମା ଓ ଗ୍ରାମବାସୀ ଚିନ୍ତିତ ଥିଲେ , କିନ୍ତୁ ବାପାଙ୍କ ଅନ୍ତିମ ସଂସ୍କାର ପାଇଁ ଆଗେଇ ଆସିଲେ ଝିଅ । ଦୁର୍ଘଟଣାରେ ମୃତ୍ୟ ହୋଇଥିବା ପିତାଙ୍କ ଶବକୁ କାନ୍ଧରେ ବୋହିଲେ ଏବଂ ମଶାଣିକୁ ନେଇ ବାପାଙ୍କୁ ମୁଖାଗ୍ନି ଦେଇଛନ୍ତି ।
ଖବର ଅନୁଯାୟୀ,ମାଲକାନଗିରି ଥାନା ପ୍ରଧାନୀଗୁଡ଼ାର ସତ୍ୟନାରାୟଣ ଅଟୋ ଚଳାଇ ନିଜ ପରିବାର ଚଳାନ୍ତି । ତାଙ୍କର ୪ଜଣ ଅଛନ୍ତି , କୌଣସି ପୁଅ ନାହାନ୍ତି । ଅଟୋ ଚଳାଇ ଯାହା ରୋଜଗାର କରନ୍ତି, ସେଥିରେ ପରିବାର ଚଳାନ୍ତି । ଶନିବାର ଦିନ ସତ୍ୟନାରାୟଣ ଅଟୋ ନେଇ ନାୟକଗୁଡ଼ା ଅଭିମୁଖେ ଯାଇଥିଲେ, କିନ୍ତୁ ମାଳିଗୁଡ଼ା ଛକ ନିକରେ ସେ ଅଟୋରୁ ଓହ୍ଲାଇ ରାସ୍ତାକଡ଼ରେ ଥିବା ଏକ ଦୋକାନକୁ ଯାଉଥିଲା ।ହଠାତ୍‌ ଏହି ସମୟରେ ଏକ ଦ୍ରୁତ ବେଗରେ ବାଇକ୍‌ ଆସି ଧକ୍କା ଦେଇଥିଲା ।ଯାହାଫଳରେ କି ସତ୍ୟନାରାୟଣ ଙ୍କ ର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା । ପରିବାର ଲୋକ ସତ୍ୟନାରାୟଣଙ୍କ ମୃତ୍ୟୁର ଖବର ପାଇ ଭାଙ୍ଗି ପଡିଥିଲେ । ସେପଟେ ତାଙ୍କର ପୁଅ ନଥିବାରୁ ଅନ୍ତିମ ସଂସ୍କାର  କିଏ କରିବେ , ସେନେଇ ମା ଓ ଗ୍ରାମବାସୀ ଚିନ୍ତିତ ହୋଇପଡିଥିଲେ ।ହଠାତ୍‌ ଏହି ସମୟରେ ସତ୍ୟନାରାୟଣଙ୍କ ବଡ଼ ଝିଅ ସଂଯୁକ୍ତ ଆସିଥିଲେ । ମାଙ୍କ ଆଖିରୁ ଲୁହ ପୋଛି ବାପାଙ୍କ ଶବ ସଂସ୍କାର ପାଇଁ ଆଗେଇ ଆସିଥିଲା । ବାପା ଆମକୁ ପୁଅ ଭଳି ପାଳିଛନ୍ତି । ତେଣୁ ଆମେ କଣ ବାପାଙ୍କର ପୁଅ ନୁହଁ ବୋଲି କହିଥିଲେ । ବାପାଙ୍କ ଅନ୍ତିମ ସଂସ୍କାର କେହି ନକଲେ, ମୁଁ ନିଜେ ସମସ୍ତ କାମ କରିବି ବୋଲି ସଂଯୁକ୍ତା କହିଥିଲେ ।ଶେଷରେ ସଂଯୁକ୍ତା ରବିବାର ଦିନ ବାପାଙ୍କ ଶବକୁ ଅନ୍ୟମାନଙ୍କ ସହ କାନ୍ଧେଇ ମଶାଣିକୁ ନେଇଥିଲେ । ମଶାଣିରେ ସମସ୍ତ ପ୍ରକାର ସଂସ୍କାର ଓ ରୀତି କରାଯାଇଥିଲା । ଶେଷରେ ବାପାଙ୍କ ମୁହଁରେ ମୁଖାଗ୍ନି ଦେଇଥିଲା ସଂଯୁକ୍ତା । ଏହି ଦୃଶ୍ୟ ଦେଖି ମଶାଣିରେ ଥିବା ସମସ୍ତ ଲୋକ ନିଜ କୋହ ସମ୍ଭାଳି ପାରିନଥିଲେ , କାନ୍ଦି ପକାଇଥିଲେ । ସଂଯୁକ୍ତାଙ୍କ ସାହାସକୁ ପ୍ରଶଂସା କରିଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like