-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ

26-Jun-2026



ବରପାଲି (ସୁଦାମ ଦୀପ )
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ୫୭ତମ ଜନ୍ମଦିବସ ଅବସରରେ ବରପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଫଳ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବିଜେପୁର ବିଧାୟକ ସନତ କୁମାର ଗଡତୀୟାଙ୍କ ତତ୍ତ୍ବାବଧାନରେ ଏବଂ ବିଜେପୁର ଏନଏସି ନଗର ମଣ୍ଡଳ ସଭାପତି ପ୍ରତାପ କେଶରୀ ସିଂ ନେତୃତ୍ୱରେ ବିଜେପି ଆଗଲପୁର ମଣ୍ଡଳ ସଭାପତି ପ୍ରଦୀପ ପଧାନ, ବନ୍ଦନା ବେହେରା, ଧୀରୋଜ ପଧାନ, ଜଟାଶଙ୍କର ଗୁପ୍ତା ଚତୁରୁ ମେହେର ଏବଂ କାର୍ଯ୍ୟକର୍ତ୍ତାମାନେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ରୋଗୀଙ୍କୁ ବିଭିନ୍ନ ପ୍ରକାରର ଫଳ, ବିସ୍କୁଟ ବଣ୍ଟନ କରିଥିଲେ। ଏହି ଅବସରରେ କାର୍ଯ୍ୟକର୍ତ୍ତାମାନେ ରୋଗୀଙ୍କ ସହ ସାକ୍ଷାତ କରି ସେମାନଙ୍କ ସ୍ଵାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଥିଲେ। ଡାକ୍ତରଖାନା ପରିସରରେ ସେବା, ସହଯୋଗ ଓ ମାନବିକତାର ପରିବେଶ ଦେଖ‌ିବାକୁ ମିଳିଥିଲା। ଫଳ ବଣ୍ଟନ ପାଇଥିବା ରୋଗୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିବସ ଅବସରରେ ତାଙ୍କର ସୁସ୍ବାସ୍ଥ୍ୟ, ଦୀର୍ଘାୟୁ ଓ ସଫଳ ଜନସେବାମୟ ଜୀବନ କାମନା କରିଥିଲେ।

ସେମାନେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରି ଦେଶ ଓ ରାଜ୍ୟର ବିକାଶ ପାଇଁ ସେ ଆଗାମୀ ଦିନରେ ମଧ୍ୟ ନିଷ୍ଠାର ସହ କାମ କରନ୍ତୁ ବୋଲି ଆଶା ପ୍ରକାଶ କରିଥିଲେ। ଏହି ସେବାମୂଳକ କାର୍ଯ୍ୟକ୍ରମକୁ ହସ୍ପିଟାଲ କର୍ତ୍ତୃପକ୍ଷ, ରୋଗୀ ଏବଂ ଉପସ୍ଥିତ ସାଧାରଣ ଲୋକ ପ୍ରଶଂସା କରିଥିଲେ। ଜନ୍ମଦିବସକୁ ସେବା ଓ ସମାଜ କଲ୍ୟାଣ ସହ ଯୋଡ଼ି ପାଳନ କରିବାର ଏହି ପ୍ରୟାସ ସମାଜ ପାଇଁ ଏକ ସକାରାତ୍ମକ ବାର୍ତ୍ତା ଦେଇଥ‌ିବା ମତ ପ୍ରକାଶ ପାଇଛି। ବିଧାୟକ  ଗଡତୀୟାଙ୍କ ଏହି ପଦକ୍ଷେପକୁ ସମସ୍ତେ ସ୍ଵାଗତ କରିଥିବା ବେଳେ, ଏଭଳି ପ୍ରଧାନଙ୍କ ସେବାମୂଳକ କାର୍ଯ୍ୟକ୍ରମ ଆଗାମୀ ଦିନରେ ମଧ୍ୟ ଜାରି ରହୁ ଗୋଷ୍ଠୀ ବୋଲି ଆଶା ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like