-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ

26-Jun-2026



ବରପାଲି (ସୁଦାମ ଦୀପ)ପଦ୍ମପୁର–ପାଟଣାଗଡ଼ ରାସ୍ତାର ରଜାପଡ଼ା ଠାରେ ଘଟିଛି ଏକ ଅଭାବନୀୟ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ଏକ ଟ୍ରକ ରାସ୍ତା କଡ଼ରେ ଥିବା ଏକ ଘର ଭିତରକୁ ପଶିଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ଘରର ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଜଣେ ମହିଳା ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ରଜାପଡ଼ା ନିକଟରେ ଥିବା ସବିତା ତାଣ୍ଡିଙ୍କ ଘର ଭିତରକୁ ଏକ ଟ୍ରକ ହଠାତ୍ ଭାରସାମ୍ୟ ହରାଇ ପଶିଯାଇଥିଲା। ଘଟଣା ସମୟରେ ସବିତା ତାଣ୍ଡି ଘରେ ଥିବା ବେଳେ ଟ୍ରକ ଧକ୍କାରେ ସେ ସାମାନ୍ୟ ଆହତ ହୋଇଥିଲେ। ତେବେ ତାଙ୍କ ଦୁଇ ପୁଅ ଅଳ୍ପକେ ରକ୍ଷା ପାଇଯାଇଥିବା ଜଣାପଡ଼ିଛି। ଟ୍ରକଟି ଘର ଭିତରକୁ ପଶିଯିବା ଫଳରେ ଘରର କାନ୍ଥ, ଆସବାବପତ୍ର ସମେତ ଅନ୍ୟାନ୍ୟ ସାମଗ୍ରୀ ନଷ୍ଟ ହୋଇ ବ୍ୟାପକ କ୍ଷତି ହୋଇଛି। ହଠାତ୍ ଏଭଳି ଦୁର୍ଘଟଣା ଘଟିବାରୁ ପରିବାର ଲୋକଙ୍କ ମଧ୍ୟରେ ଭୟର ମାହୋଲ ସୃଷ୍ଟି ହୋଇଥିଲା। ଅନ୍ୟପଟେ, ଦୁର୍ଘଟଣା ପରେ ଟ୍ରକଟି ରାସ୍ତା ଉପରେ ପଡ଼ିଥିବା ପଦ୍ମପୁର–ପାଟଣାଗଡ଼ ରାସ୍ତାରେ ଯାତାୟାତ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ପଦ୍ମପୁର ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ ବାହିନୀ ଓ ପୋଲିସର ସହଯୋଗରେ ଟ୍ରକକୁ ରାସ୍ତା ଉପରୁ ହଟାଯାଇଥିଲା। ଏହା ସହ ଘଟଣାର କାରଣ ସମ୍ପର୍କରେ ପଦ୍ମପୁର ପୋଲିସ ତଦନ୍ତ ଆରମ୍ଭ କରିଛି। ଟ୍ରକ ଚାଳକଙ୍କ ଭୁଲ କିମ୍ବା ଅନ୍ୟ ବକୌଣସି କାରଣରୁ ଏହି ଦୁର୍ଘଟଣା ଘଟିଛି, ସେନେଇ ତଦନ୍ତ ପରେ ସ୍ପଷ୍ଟ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like