-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ

26-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ସଦର ବ୍ଲକ ର ପି ଏମ୍ ଶ୍ରୀ ହାଇସ୍କୁଲ କୁ ପରିଦର୍ଶନ କରି ପୁରୁଣା ସ୍କୁଲ ଛାତ ଯୋଗୁଁ କ୍ଲାସ୍ ରୁମ ରେ ପାଣି ଲିକ ହେଉଥିବା ଅନୁଧ୍ୟାନ କରିବା ସହ ବର୍ଷା ହେଲେ ସ୍କୁଲ ଦୁଆର ରେ ଆଣ୍ଠୁଏ ପାଣି ଜମି ରହୁଥିବା ବିଷୟ ଅବଗତ ହୋଇଥିଲେ ଉଲୁଣ୍ଡା ବିଡିଓ ଶ୍ରୀ ଦିଲ୍ଲୀପ ବାରା l ସ୍କୁଲ୍ ପ୍ରଧାନ ଶିକ୍ଷୟିତ୍ରୀ ଓ ଶିକ୍ଷକ ଙ୍କ ସହ ସ୍କୁଲର ଦୁଇ ମହଲା କୋଠା ଘର ର ଦୁଆର ରୁ ଘର ଛାତ, କାନ୍ଥ ର ଅବସ୍ଥା କୁ ଅନୁଧ୍ୟାନ କରି ଦୁଆର ରେ ପାଣି ଡ୍ରେନାଇଜ ଵ୍ୟଵସ୍ଥା ସହ ଖୁବ୍ ଶୀଘ୍ର କାନ୍ଥ ଓ ଛାତ ର ମରାମତି ପାଇଁ ପିଏମ୍ ଶ୍ରୀ ସ୍କୁଲ କୁ କେନ୍ଦ୍ର ସରକାରଙ୍କ ପାଖରୁ ଆସୁଥିବା ଆର୍ଥିକ ଅନୁଦାନ ଦ୍ୱାରା ମରାମତି କରାଯିବ ବୋଲି ଶ୍ରୀ ବାରା ମିଡିଆ ଆଗରେ ପ୍ରକାଶ କରିଛନ୍ତି l ଓ ସ୍କୁଲ ରେ ଶୈକ୍ଷିକ ବାତାବରଣ ସହ  ଛାତ୍ର ଛାତ୍ରୀ ଙ୍କୁ ସୁରକ୍ଷିତ ରଖି ବାକୁ ଶୀଘ୍ର ପ୍ରୟାସ ଆରମ୍ଭ କରିବୁ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like