-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-

26-Jun-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁଦୂର ବାଙ୍ଗାଲୋର ଠାରେ ଚିକିତ୍ସିତ ହୋଇ ହାର୍ଟ ଅପରେସନ୍ ର ସଫଳତା ପରେ ଆଜି ନିଜ ଘର କୁ ଫେରିଥିବା ଅବସର ପ୍ରାପ୍ତ ସମବାୟ ବ୍ୟାଙ୍କ ସୋନପୁର ମ୍ୟାନେଜର ଶ୍ରୀ ମାଗୁଣି ସାହୁ ଙ୍କ ଛଅ ବର୍ଷ ର ନାତି  ସ୍ୱପ୍ନେଶ୍ୱର ର ପରିବାର ଖୁସି ହୋଇ ପ୍ରଥମେ ମା ସୁରେଶ୍ଵରୀ  ଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ଏବଂ ଏହି କାର୍ଯ୍ଯ ରେ ଦୀର୍ଘ ତିନି ଚାରି ମାସ ପୁର୍ବରୁ ଏ ଶିଶୁ ର ଚିକିତ୍ସା ପାଇଁ ଆବଶ୍ୟକ ଡକ୍ୟୁମେଣ୍ଟ ପ୍ରସ୍ତୁତି କରି ଏ ପରିବାର କୁ ପ୍ରେରଣା ଯୋଗାଇ ଥିବା ଓ ଅପରେସନ୍ ବେଳେ ବାଙ୍ଗାଲୋର ମେଡିକାଲ୍ ଓ ଡାକ୍ତର ସହ ଯୋଗା ଯୋଗ ରେ ଥିବା ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଙ୍କୁ ହାର୍ଦ୍ଧିକ କୃତଜ୍ଞତା ଜ୍ଞାପନ କରିଛନ୍ତି l ଏ ମହତ୍ କାର୍ଯ୍ଯ ରେ ସଂଯୋଜନା କରିଥିବା ବରିଷ୍ଠ ନାଗରିକ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ପ୍ରଦୀପ ପୁରୋହିତ, ଜିଲ୍ଲା ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ସାମ୍ୱାଦିକ ମନୋରଞ୍ଜନ ତ୍ରିପାଠି,  ମହାଦେବ ମଲ୍ଲିକ ଙ୍କୁ ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କୁ ମଧ୍ୟ ଛୋଟ ଶିଶୁ ର ପରିବାର କୃତଜ୍ଞତା ଜଣାଇଛନ୍ତି l  ଜିଲ୍ଲାପାଳ ଙ୍କ ଏହି ଉଦ୍ୟମ ଓ ବଦାନ୍ୟତା ପାଇଁ ସହର ତଥା ଜିଲ୍ଲା ରେ ଖୁବ୍ ପ୍ରଶଂଶା କରା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like