-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ

26-Jun-2026



କଟକ(ତପନ ମହାନ୍ତି ) ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଅବକାରୀ ବିଭାଗର ମିଳିତ ସହଯୋଗରେ  ଆଜି ଜିଲ୍ଳାସ୍ତରୀୟ "ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ, ୨୦୨୬  ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ, ଏକ ନିଶା ମୁକ୍ତି ରଥ,  ଶ୍ରୀ ଦିବ୍ୟୋଜ୍ୟୋତି ସ୍ମୃତିରଞ୍ଜନ ଦେଓ, ଉପ-ଜିଲ୍ଲାପାଳ, ସଦର କଟକ ଏବଂ ଅନ୍ୟାନ୍ୟ ଅତିଥିମାନଙ୍କ ଉପସ୍ଥିତିରେ  ଶୁଭାରମ୍ଭ କରାଯାଇଥିଲା । ଏହା ପରେ ଜିଲ୍ଲାପାଳଙ୍କ ନୂତନ ସଭାଗୃହରେ ନିଶାରୁ ମୁକ୍ତି ନିମନ୍ତେ ଏକ ସଚେତନତା ସଭା  ଅନୁଷ୍ଠିତ ହୋଇଥିଲା ।
 ଜିଲ୍ଲାରେ କାର୍ଯ୍ୟରତ  ଚାରିଗୋଟି ନିଶାମୁକ୍ତି କେନ୍ଦ୍ରର ଅନ୍ତେବାସୀ ଯଥା: PECUC, Dahaliabag / ଗ୍ରାମ୍ୟ ସହାୟ, ହରିରାଜପୁର / OKVIA, ମଧୁପୁରିଆ / NICCD, Banki / ପରିବର୍ତ୍ତନ, ଚୌଦ୍ଵାର ଏବଂ ଅବକାରୀ ବିଭାଗ ଓ ପ୍ରଜାପିତା ବ୍ରହ୍ମ।କୁମାରୀ ଝାଞ୍ଜିରମଙ୍ଗଳାର ସଦସ୍ୟ ବୃନ୍ଦ ଉକ୍ତ ସଭାରେ ଭାଗ ନେଇଥିଲେ । 
ଭେଷଜ ବିଶେଷଜ୍ଞ ଡାକ୍ତର ପ୍ରଫେସର ଜୟନ୍ତ କୁମାର ପଣ୍ଡା, ବ୍ରହ୍ମ କୁମାରୀର ଗୀତା ଭଉଣୀ,  ଅବକାରୀ ଅଧୀକ୍ଷକ, କଟକ କରୁଣାକର ସିଂହ ତିୱାରୀ,ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ,  ମନୋଜ କୁମାର ରଥ,  ଏବଂ ମୁଖ୍ୟ ଅତିଥିଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, କଟକ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ପ୍ରଦାନ କରି ସଭାକାର୍ଯ୍ୟ ପରିଚାଳନା କରିଥିଲେ ।

ତତ୍ ସହିତ ନିଶାରୁ ମୁକ୍ତି ରହିବା ନିମନ୍ତେ ଏକ "ଶପଥ ପାଠ" ଗ୍ରହଣ କରାଯାଇଥିଲା ।ଏହାପରେ  "ରକ୍ତ ଚରିତ୍ର" ନାମରେ, ଏକ ନୃତ୍ୟ ପରିବର୍ତ୍ତନ ନିଶାମୁକ୍ତି କେନ୍ଦ୍ର, ଚୌଦ୍ଵାର ପିଲାମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା । ସର୍ବଶେଷରେ ଅବକାରୀ ବିଭାଗରେ କାର୍ଯ୍ୟରତ ଶ୍ରୀ କମଳ ଲୋଚନ ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026

You Might Also Like