-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ

26-Jun-2026



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ଜୋନ 34 ଅନ୍ତର୍ଗତ କୁସମେଲ ମଣ୍ଡଳ ସଭାପତି ମଣ୍ଟୁ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଯୋଗ ଦେଇଥିଲେ l ପ୍ରଥମେ ତଳିଉଡାର ପଂଚାୟତ ଟାଙ୍ଗର ପଡା କୁ ପହଂଚିଥିଲେ ସେଠାରେ ମନ୍ତ୍ରୀ ଡ଼. ମହାଳିଙ୍ଗ କୁ ହୁଳହୁଳି ସହ ଫୁଲମାଳ ଦେଇ ବାଜା ବଜାଇ ସୁ ସ୍ୱାଗତ କରିଥିଲେ l ପ୍ରଥମେ ଟାଙ୍ଗରପଡା ରେ ଗୋଷ୍ଠୀ କେନ୍ଦ୍ର କୁ ଶୁଭ ଉଦଘାଟନ କରି ବୁରୋମୁଣ୍ଡା ରେ ସୂର୍ଯ୍ୟପମ୍ପ ଯୋଗେ ପାଣି ଯୋଗାଣ ର ଉଦଘାଟନ କରିଥିଲେ l ପରେ ତଳିଉଡାର କୁ ଯାଇ ରାମଲୀଳା ମଣ୍ଡପ ର ଶୁଭ ଉଦଘାଟନ କରିଥିଲେ l

ପରେ ସରଗାଡ଼ ପଂଚାୟତ ସିଂହାଣୀମୁଣ୍ଡା ରେ ତହସିଲଦାର ଟିକନୁ ପୁଟା ଙ୍କ ଉପସ୍ଥିତି ରେ ଭୂମିହୀନ ହିତାଧିକାରୀ ଙ୍କୁ ଘରଡ଼ିହ ପଟ୍ଟା ବଣ୍ଟନ ଓ ଜମି ଚି଼ହ୍ନଟିକରଣ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l ଏହାସହ ଓଡିଶା ସରକାର ଙ୍କ ଦୁଇବର୍ଷ ଓ କେନ୍ଦ୍ର ରେ 12 ବର୍ଷ ର ଜନହିତକର କାର୍ଯ୍ୟ ଯେଉଁଟା କି ଭତ୍ତା, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଆବାସ ଗୃହ, ସୁଭଦ୍ରା ଭଳି ସରକାର ଙ୍କ ସଫଳ ଯୋଜନା ବାବଦରେ ଲୋକଙ୍କ ସାମ୍ନାରେ ବକ୍ତବ୍ୟ ରଖିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଲେକୃ ତ୍ରିପଠି, ଟଙ୍କ ପଧାନ, ସୁରେଶ ବିଶି, ସରପଞ୍ଚ ହିମାଞ୍ଚଳ ମେହେର, ଜିତୁ ସାହୁ, ନୀଳାଞ୍ଚଳ ପାତ୍ର ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026

You Might Also Like