-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ

26-Jun-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ ):ସ୍ବେଛାସେବୀ ସଂଗଠନ ସାର୍କ ଦ୍ବାରା ପରିଚାଳିତ କୁଚିଣ୍ଡା ୱାତି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ କରାଯାଇଛି।କୁଚିଣ୍ଡା ବ୍ଲକ ଅନ୍ତର୍ଗତ ବଡମୁଣ୍ଡାଲୋଇ ଗ୍ରାମରେ ଅନୁଷ୍ଠିତ ଏକ ସାଧାରଣ ବୈଠକରେ ଏହା ବଣ୍ଟନ କରାଯାଇଛି।

ଧରଣୀଧର ଲେଙ୍କା ଉତ୍ପାଦକ କମ୍ପାନୀ ର ଚେୟାରମେନ ସନ୍ତୋଷ କିସାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାଧାରଣ ବୈଠକରେ ନାବାର୍ଡର ଇଜିଏମ ଧୀରେନ୍ଦ୍ର କୁମାର ଦାସ, ଏସଵିଆଇ ଲିଡ୍ ବ୍ୟାଙ୍କ ମ୍ୟାନେଜର ଦେବକିଶୋର ନାୟକ, କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ବୈଜ୍ଞାନିକ ଡ. ସ୍ବାଗତିକା ଶ୍ରୀଚନ୍ଦନ, ଓଡ଼ିଶା ଜୀବିକା ମିଶନ, ସମ୍ବଲପୁରର ଏଫଆଇସି ଆର୍ଥିକ ସାକ୍ଷରତା ପରାମର୍ଶଦାତା ଶିବପ୍ରସାଦ ବେହେରା, ସାର୍କର ସଭାପତି ରଘୁମଣି ହୋତା, ସମ୍ପାଦକ ଅଶୋକ କୁମାର ପାଣିଗ୍ରାହୀ, କମ୍ପାନୀର ସିଇଓ ସଞ୍ଜୀବ କୁମାର ସାହୁ ଏବଂ ରିୱାର୍ଡ ପ୍ରକଳ୍ପର ସିଦ୍ଧାର୍ଥ ଦେବ ସମ୍ମାନିତ ଅତିଥ୍‌ ଭାବେ ଯୋଗଦେଇ ଚାଷୀମାନଙ୍କୁ ଲାଭାଂଶ ବଣ୍ଟନ କରିଥିଲେ।ସୂଚନାଯୋଗ୍ୟ ଯେ, କୁଚିଣ୍ଡା ବ୍ଳକର ୧୮ଟି ଆଦିବାସୀ ବହୁଳ ଗ୍ରାମରେ ୫୦୦ ଏକର ପତିତ ଜମିରେ ୨୦୨୨ ମସିହାରୁ ୱାଡି ପ୍ରକଳ୍ପ ମାଧ୍ୟମରେ ଆମ୍ବ, କାଜୁ ସମେତ ବିଭିନ୍ନ ଅନ୍ତଃଫସଲ ଚାଷ କରାଯାଉଛି। ଏହି ପ୍ରକଳ୍ପ ଦ୍ବାରା ଚାଷୀମାନଙ୍କ ଆର୍ଥିକ ସ୍ଵାବଲମ୍ବନ ବୃଦ୍ଧି ସହ ସ୍ଥାୟୀ ଜୀବିକାର ସୁଯୋଗ ସୃଷ୍ଟି ହୋଇଛି।

 

ଚାଷୀମାନଙ୍କ ଉତ୍ପାଦିତ ସାମଗ୍ରୀର ବିକ୍ରିବଟା ସହ ବିହନ, ଜୈବିକ ସାର ଓ କୃଷି ଉପକରଣ ଯୋଗାଇବା ଉଦ୍ଦେଶ୍ୟରେ ଧରଣୀଧର ଲେଙ୍କା ଉତ୍ପାଦକ କମ୍ପାନୀ ଗଠନ କରାଯାଇଛି । ଏହା ବ୍ୟତୀତ ବଡମୁଣ୍ଡାଲୋଇ କନ୍ଧପଡ଼ାଠାରେ ନାବାର୍ଡ ସହଯୋଗରେ ଛେଳି ପାଳନ, କୁକୁଡ଼ା ପାଳନ, ମତ୍ସ୍ୟଚାଷ, ମହୁଚାଷ, ଜିଆଖତ ପ୍ରସ୍ତୁତି ଏବଂ ଅର୍ଥକାରୀ ପନିପରିବା ଚାଷକୁ ଉତ୍ପାଦକ କମ୍ପାନୀ ମାଧ୍ଯମରେ ବ୍ୟବସାୟିକ ଭିତ୍ତିରେ ପରିଚାଳନା କରାଯାଉଛି।ଅତିଥିମାନେ ୱାଡି ପ୍ରକଳ୍ପ ମାଧ୍ଯମରେ ଚାଷୀଙ୍କ ଆୟ ବୃଦ୍ଧି, ସଂଗଠିତ କୃଷି ବ୍ୟବସ୍ଥା ଏବଂ ଉତ୍ପାଦକ କମ୍ପାନୀର ଭୂମିକାକୁ ପ୍ରଶଂସା କରିବା ସହ ଭବିଷ୍ୟତରେ ଏହି ପ୍ରୟାସ ଅଞ୍ଚଳର ଗ୍ରାମୀଣ ଅର୍ଥନୀତିକୁ ଅଧିକ ସୁଦୃଢ଼ କରିବ ବୋଲି ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like