-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।

27-Jun-2026



ବରପାଲି,(ସୁଦାମ ଦୀପ)ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ର ୩୪ ଜଣିଆ ନୂତନ ଜିଲ୍ଲା କମିଟି ଗଠିତ ହୋଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶୁଭ୍ରାଂଶ ମୋହନ ପାଢୀ,ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଅନୁମୋଦନ ଓ ସୁପାରିଶ କ୍ରମେ କମିଟି ଗଠନ ହୋଇଥିବା ବେଳେ ସଭାପତି ସୁରେନ୍ଦ୍ର ପାତ୍ରଙ୍କ ତତ୍ତ୍ଵାବଧାନରେ କମିଟି ଗଠନ କରାଯାଇ ନାମ ଘୋଷଣା କରାଯାଇଛି। ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ଭାବେ ସୁରେନ୍ଦ୍ର ପାତ୍ର,ଉପସଭାପତି ପ୍ରଦିପ ପଧାନ, ପ୍ରହଲ୍ଲାଦ ଖମାରୀ, ଅରୁଣ କର୍ମୀ , ନିରଞ୍ଜନ ବେହେରା,ସଖୀ ବରିହା, ଅଚ୍ୟୁତାନନ୍ଦ ବାରିକ, ସାଧାରଣ ସଂପାଦକ ବିରେନ୍ଦ୍ର ବିଶ୍ଵାଲ,ଝସକେତନ ପଧାନ,ସଂପାଦକ ପରେଶ୍ଵର ସାହୁ, ଦେବେନ୍ଦ୍ର ପାତ୍ର,ମଦନ ମୋହନ ପଟେଲ, କେଦାର ମେହେର, ସରୋଜ ବାରିକ, ହୃଷୀକେଶ ଭୋଇ,କୋଷାଧ୍ୟକ୍ଷ ଅଲୁରୀ ଶୁଭରାଜୁ, ସୋସିଆଲ ମିଡିଆ ସେଲ ସଂଯୋଜକ ତ୍ରିବିକ୍ରମ ଦାସ,ସହ ସୋସିଆଲ ମିଡିଆ ସେଲ ସଂଯୋଜକ ପାଣ୍ଡବ ପଧାନ,ଜିଲ୍ଲା ମିଡିଆ ସେଲ ସଂଯୋଜକ ଶୁଶାନ୍ତ ସାହୁ ପ୍ରମୁଖ ମନୋନୀତ ହୋଇଥିବା ବେଳେ କାର୍ଯ୍ୟ ନିର୍ବାହୀ ସଦସ୍ୟ ଭାବେ ରବି କର୍ତ୍ତି, ଗୁରୁଦେବ ଦାସ, ଯୋଗେନ୍ଦ୍ର ଭୋଇ, ବିରେନ୍ଦ୍ର ହୋତା, ବିପିନ ସାହୁ,ସୁରୁ ବରିହା, ଜୟ କୁମାର ମେହେର, ରବିନ୍ଦ୍ର ପଧାନ,ଦୁର୍ଯ୍ୟୋଧନ ସାହୁ, ଅଚ୍ୟୁତ ଦେହେରୀ, ଆନନ୍ଦ ସାହା, ତୁଳସୀ ପଧାନ, ରବିନ୍ଦ୍ର ବାଗ, ଶିଶୁପାଳ ପଧାନ, ସଂକିତ୍ତନ ପଧାନ ଭାବେ ମନୋନୀତ ହୋଇଛନ୍ତି। ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା କମିଟି ଘୋଷିତ ହେବା କମିଟି ର କର୍ମକର୍ତ୍ତା,ସଦସ୍ୟ ମାନେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ତଥା ଯସ୍ବଶୀ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଜିଲ୍ଲା୧୨ ଗୋଟି ବ୍ଳକ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ଜିଲ୍ଲା କମିଟି ରେ ମନୋନୀତ ହୋଇଥିବା କର୍ମକର୍ତ୍ତା ସଦସ୍ୟ ମାନଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ଜଣାଇବା ସହ କର୍ମୀ ମହଲ ରେ ଖୁସିର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like