-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର

27-Jun-2026



ବରପାଲି-(ସୁଦାମ ଦୀପ)ବରଗଡ ଜ଼ିଲ୍ଲା ବରପାଲି ମହାଵିଦ୍ୟାଳୟ ଯୁବ ରେଡ଼କ୍ରସ ଶାଖା ଆନୁକୂଲ୍ୟରେ ଏକ ଜୋରଦାର HIV/AIDS ସଚେତନତା କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି l ମହାବିଦ୍ୟାଳୟର  ଅଧ୍ୟକ୍ଷା ସୁଶ୍ରୀ ଜୟନ୍ତୀ ଦାସଙ୍କ ସଭାପତିତ୍ବରେ ଏହି ସଭା ଆୟୋଜିତ ହୋଇଥିଲା । ଏଥିରେ ମୁଖ୍ୟବକ୍ତା ଭାବରେ ବରପାଲି ଗୋଷ୍ଠୀ ଚିକିତ୍ସାଳୟର HIV/AIDS ସମନ୍ୱୟକ ପ୍ରଶାନ୍ତ ନନ୍ଦ ଏବଂ ସମ୍ମାନିତ ବକ୍ତା ଭାବେ ବୁର୍ଲା VIMSARର ସମନ୍ୱୟକ ରାମଚନ୍ଦ୍ର ଭୋଇ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍‌ର ଭୟାବହତା ଓ ଏହାର ପ୍ରତିକାର ବିଷୟରେ ଅବଗତ କରାଇଥିଲ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର IQAC ସଂଯୋଜକ (coordinator) ଧୀରୋଜ କୁମାର ତ୍ରିପାଠୀ ସମ୍ମାନିତ ଅତିଥି ଏବଂ ଇତିହାସ ବିଭାଗର ମୁଖ୍ୟ ଅଶୋକ କୁମାର ପଧାନ ଅନ୍ୟତମ ବକ୍ତା ଭାବରେ ମଞ୍ଚ ମଣ୍ଡନ କରିଥିଲେ। ଯୁବ ରେଡ଼କ୍ରସ କାଉନସେଲର  ନତାସା ସିକନ୍ଦର ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ।
ଏହି ସଚେତନତା ଶିବିରରେ HIV/AIDS ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ ବିଷୟ ଉପରେ ଅତିଥି ଓ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଏହା ସହିତ ସମାଜକୁ ନିଶାମୁକ୍ତ କରିବା ପାଇଁ ସମସ୍ତଙ୍କ ଉପସ୍ଥିତିରେ ଏକ ଶପଥ ଗ୍ରହଣ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି ବିଶେଷ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକାଙ୍କ ସମେତ ଶତାଧିକ ଛାତ୍ରଛାତ୍ରୀ ସକ୍ରିୟ ଭାବେ ଉପସ୍ଥିତ ଥିଲେ। ପରିଶେଷରେ ଯୁବ ରେଡ଼କ୍ରସ କାଉନସେଲର ଡ଼ ବାଲକୃଷ୍ଣ ପଟେଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like