-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍

27-Jun-2026



କାଲିମେଳାରୁ ସନ୍ତୋଷ କୁମାର ପଣ୍ଡାଙ୍କ ରିପୋର୍ଟ 

କୋଇକୋଣ୍ଡା ହସ୍ପିଟାଲକୁ ସ୍ଥାନାନ୍ତର ଦାବି, ୬୦ କି.ମି. ଅଞ୍ଚଳର ଲୋକେ ପାଇପାରିବେ ଜରୁରୀ ସେବା

  ମାଲକାନଗିରି ଜିଲ୍ଲାର ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍ ହେଉଥିବା ଦେଖିବାକୁ ମିଳୁଛି। ସୀମାନ୍ତ ଅଞ୍ଚଳର ଅଧିକାଂଶ ଲୋକେ ପ୍ରାଥମିକ ଚିକିତ୍ସା ପାଇଁ ମୋଟୁ ହସ୍ପିଟାଲକୁ ଆସୁଥିବା ବେଳେ, ଗୁରୁତର ଚିକିତ୍ସା ପାଇଁ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ହସ୍ପିଟାଲ ଉପରେ ଅଧିକ ନିର୍ଭର କରୁଛନ୍ତି।

ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ରୋଗୀମାନେ ଚିକିତ୍ସା ପାଇଁ ପ୍ରାୟତଃ ଚିନ୍ତୁର, କୋଣ୍ଟା, ଭଦ୍ରାଚଳମ, ଖମ୍ମମ ଓ ହାଇଦ୍ରାବାଦକୁ ଯାଉଛନ୍ତି। ଏହି କାରଣରୁ ମୋଟୁରେ ଥିବା ସରକାରୀ ଆମ୍ବୁଲାନ୍ସକୁ ଖୁବ୍ କମ୍ କଲ୍ ଆସୁଛି। ଫଳରେ ଆମ୍ବୁଲାନ୍ସଟି ଅଧିକାଂଶ ସମୟ ହସ୍ପିଟାଲ ପରିସରରେ ହିଁ ପଡ଼ି ରହୁଛି।ସ୍ଥାନୀୟ ଅଞ୍ଚଳବାସୀଙ୍କ ମତରେ, ଦୀର୍ଘ ସମୟ ଧରି ଗାଡ଼ିର ବ୍ୟବହାର କମ୍ ହେଲେ ଯାନ୍ତ୍ରିକ ତ୍ରୁଟି ସୃଷ୍ଟି ହେବା ସହ ସରକାରୀ ସମ୍ପତ୍ତିର ମଧ୍ୟ ସଠିକ୍ ବ୍ୟବହାର ହେଉନାହିଁ।ଏପରି ପରିସ୍ଥିତିରେ ମୋଟୁରେ ଥିବା ଆମ୍ବୁଲାନ୍ସକୁ କଇକୋଣ୍ଡା ହସ୍ପିଟାଲରେ ମୁତୟନ କରାଗଲେ ଏହା ଏକ ପଟେ ମୋଟୁ ଏବଂ ଅନ୍ୟ ପଟେ ପ୍ରାୟ ୩୦ କିଲୋମିଟର

ଅଂଚଳକୁ ଜରୁରୀ ସ୍ୱାସ୍ଥ୍ୟସେବା ପହଞ୍ଚାଇପାରିବ। ଏହାଦ୍ୱାରା ପ୍ରାୟ ୬୦ କିଲୋମିଟର ଅଞ୍ଚଳର ଲୋକେ ଆମ୍ବୁଲାନ୍ସ ସେବାର ସୁବିଧା ପାଇବା ସହ ଗୁରୁତର ରୋଗୀଙ୍କୁ ଶୀଘ୍ର ହସ୍ପିଟାଲକୁ ନେବା ସମ୍ଭବ ହେବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
ସୀମାନ୍ତ ଅଞ୍ଚଳର ବାସ୍ତବ ଆବଶ୍ୟକତାକୁ ବିଚାର କରି ଆମ୍ବୁଲାନ୍ସର ଅବସ୍ଥାପନକୁ ପୁନଃ ସମୀକ୍ଷା କରିବା ସହ କଇକୋଣ୍ଡାରେ ମୁତୟନ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗଙ୍କ ନିକଟରେ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏହା ଦ୍ୱାରା ସରକାରୀ ଆମ୍ବୁଲାନ୍ସର ସଦୁପଯୋଗ ହେବା ସହ ସୀମାନ୍ତ ଅଞ୍ଚଳର ହଜାର ହଜାର ଲୋକ ଉପକୃତ ହୋଇପାରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like