-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ

27-Jun-2026



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ମଣ୍ଡି ରେ ଚାଷୀ ଙ୍କ ସମସ୍ୟା ସମାଧାନ ହେବା ନାଁ ନେଉନାହିଁ ମଣ୍ଡିର ଖୋଲା ଆକାଶ ତଳେ ଧାନ ପଡିଥିବା ବେଳେ ବର୍ଷା ରେ ଭିଜି ଅନେକ ଚାଷୀଙ୍କ ଧାନ ନଷ୍ଟ ହେଲାଣୀ କିନ୍ତୁ ଆଜିଯାଏ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ର ନଜର ପଡ଼ିନାହିଁ ଚାଷୀ ମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ସୂଚନା ଅନୁସାରେ ଚଳିତ ବର୍ଷ ରବି ଧାନ ପାଇଁ ବଙ୍ଗୋମୁଣ୍ଡା ମଣ୍ଡି ରେ ବଲଧା,ଭାଲୁମୁଣ୍ଡା, ବଙ୍ଗୋମୁଣ୍ଡା ମଣ୍ଡି ଚାଷୀ ମାନେ ଧାନ ବିକ୍ରି କରୁଛନ୍ତି। ସେଥିପାଇଁ ୫୭୭ ଜଣ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ୨୯୦୦୦ ଟୋକନ ବଣ୍ଟନ କରାଯାଇଛି। ଏବଂ ଏହି ମଣ୍ଡି କୁ ୧୯ ହଜାର କୁଇଂଟାଲ ଧାନ ଉଠାଇବାକୁ ଟାର୍ଗେଟ ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୭ ହଜାର କୁଇଂଟାଲ ଧାନ ଉଠା ସରିଛି। ଏଥି ପାଇଁ କଣ୍ଟାବାଞ୍ଜି ର ବଂଶଳ ରାଇସ ମିଲ,ଲିଲୁରାମ ରାଇସ ମିଲ,ଭବାନୀ ରାଇସ ମିଲ, ଶ୍ୟାମଜୀ ରାଇସ ମିଲ,ରାଧେ ଗୋବିନ୍ଦ ରାଇସ ମିଲ,
,ଏସ୍.ଜିଆର.ରାଇସ ମିଲ କୁ ଧାନ‌ ଉଠାଇବାକୁ ଦାଇତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଅଞ୍ଚଳ ର ଅନେକ ମଣ୍ଡି ରେ ଧାନ ପଡିଥିବା ବେଳେ ସେହି ଧାନ‌ ନ‌ଉଠାଇ ପ୍ରଶାସନ ଓ ସରକାର କଣ୍ଟାବାଞ୍ଜି ମିଲ୍ ଗୁଡିକୁ କୋରାପୁଟ,ଜୟପୁର, ମାଲକାନଗିରି,ଭଲି ବିଭିନ୍ନ ଜିଲ୍ଲା ର ଧାନ ଏହି ଅଞ୍ଚଳ କୁ ଆସିବା ପରେ ବଙ୍ଗୋମୁଣ୍ଡା ବ୍ଲକ ସରପଞ୍ଚ ସଂଘ ସଭାପତି ତଥା ବିଜେଡି ନେତା ଅଜିତ ଯୋଶୀ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରିଛନ୍ତି। ଶ୍ରୀ ଯୋଶୀ ଙ୍କ ନେତୃତ୍ବରେ ଶହ ଶହ ଚାଷୀ ଏକାଠି ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଙ୍କ ବିରୋଧରେ ନାରାବାଜି କରି ଜିଲ୍ଲା ରେ କୃଷି ମନ୍ତ୍ରୀ ଥିବା ସ୍ବତେ ମଧ୍ୟ ଆଜି ଚାଷୀଙ୍କୁ ହରିଆଣ ହେବାକୁ ପଡୁଛି ଆଜି ମଣ୍ଡିରେ ୧୦ ହଜାର ବସ୍ତା ରୁ ଅଧିକ ଧାନ ମଣ୍ଡି ରେ ପଡ଼ିରଛି ଚାଷୀଙ୍କ ଧାନ ୩ ଦିନ ମଧ୍ୟରେ ନ ଉଠାଇଲେ ଆଗାମୀ ଦିନରେ ରାସ୍ତା ଅବରୋଧ କରି ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ ବୋଲି ଶ୍ରୀ ଯୋଶୀ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like