-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ଜିଲ୍ଲା

ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ

28-Jun-2026



(ପ୍ରିୟଦର୍ଶିନୀ ପାତ୍ର )
ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ର ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି।  ଜିଲ୍ଲା ସଭାପତି ଚକ୍ରଧର ସିଂ, ସାଧାରଣ ସମ୍ପାଦକ ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର, କାର୍ଯ୍ୟକାରୀ ସଭାପତି ଧନେଶ୍ଵର ସିଂ, ଉପସଭାପତି ପଦ୍ମନ ନାୟକ, କାର୍ତ୍ତିକ ଦାସ, ସୁରେନ୍ଦ୍ର ନାୟକ, ହରି ଧାକଡ, ମନମୋହନ ସିଂ, ସଦନ ନାୟକ, ସାମାଜିକ ସୁରକ୍ଷା ସମିତି ପ୍ରମୁଖ ଲକ୍ଷ୍ମୀ ନାରାୟଣ ପାଣ୍ଡେ, କୋଷାଧ୍ୟକ୍ଷ ଭୀକାରୀ ଚରଣ ନାୟକ, ବରିଷ୍ଠ ସଭ୍ୟ ଭଗବାନ ଧାକଡ, ଦେବ ଚନ୍ଦ୍ର ଧାଟଡ, ଯୁଗଳ କିଶୋର ସିଂ ପ୍ରମୁଖ ମଞ୍ଚାସିନ ଥିଲେ।  ସଂସ୍କୃତି ଓ ପରମ୍ପରା ର ସୁରକ୍ଷା ପାଇଁ ଆଲୋଚନା କରାଯାଇ ଥିଲା। ଅନ୍ୟ ମାନଙ୍କ ମଧ୍ୟରେ  ସଂଗଠନ ତ୍ରୀନାଥ ସିଂ, ବଳରାମ ସିଂ, ଲକ୍ଷ୍ମଣ ସିଂ,  ସୁମିତସିଂ ଠାକୁର, ବିପିନ ଭୁକ୍ତା, ମହେଶ୍ୱର ନାୟକ, ଦୀପକ ସିଂ, ମୁରଲୀ ସିଂ, ଦିବାକର ନାୟକ, କୈଳାସ ପାତ୍ର,  ଯଦୁନାଥ ପଣ୍ଡା, ବିଭୂତି ନାୟକ, ଜଳନ୍ଧର ସିଂ,  ନରସିଂହ ଦିୱାନ୍, ଦଶମୁ ପାତ୍ର, ରମେଶ ପାତ୍ର ଏବଂ ଅନେକ ବରିଷ୍ଠ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like