-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||     

HOME   ଜିଲ୍ଲା

ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

28-Jun-2026



ବଲାଙ୍ଗୀର (ପ୍ରେରଣା ଖବର):  ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର  ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ବଲାଙ୍ଗୀର ଠାରେ  ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିର ରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିର ରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ ଯୋଗ ଦେଇ ଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ୧୧୫ ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026

You Might Also Like