-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||     

HOME   ଜିଲ୍ଲା

ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ

28-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ପତିତପାବନ ଏକାଡେମୀ ପରିସରରେ ଶାହୁଜୀ ମହାରାଜାଙ୍କ ଜନ୍ମ ଜୟନ୍ତୀ ଅବସରରେ 'ନବସେତୁ' ର ଷଷ୍ଠ ବର୍ଷ ପୂର୍ତ୍ତିରେ ଏହାର ପୋର୍ଟାଲ ଉଦଘାଟିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ନବସେତୁ ପତ୍ରିକା ର ସମ୍ପାଦକ ପୂର୍ଣଚନ୍ଦ୍ର ବିଶ୍ଵାଲ,ପ୍ରକାଶକ ପ୍ରଦେଶୀ ବିଶ୍ଵାଲ,ଜେଡିଭିଏମ ସଭାପତି ନଟରାଜ ନାଗ, କୁଲୁତା ସମାଜ ସଭାପତି ଇଂ. ବେଲାର ସିଂ ଭୋଇ, ସହରାଞ୍ଚଳ କୁଲୁତା ସମାଜ ସଭାପତି ଶଙ୍କର୍ଷଣ ପ୍ରଧାନ, ଡାକ୍ତର ପ୍ରବୀଣ ନନ୍ଦ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିଲେ। ନବସେତୁ ପତ୍ରିକାର ଉତ୍ତରୋତ୍ତର କାମନା କରି ଅତିଥି ମାନେ ବକ୍ତବ୍ୟ ରଖିଥିଲେ। ଡାକ୍ତର ପ୍ରବୀଣ ନନ୍ଦ ପ୍ରାକୃତିକ ଚିକିତ୍ସା ପ୍ରଣାଳୀରେ ବିଭିନ୍ନ ଦୁରାରୋଗ୍ୟ ଦୂର କରାଯାଇ ପାରିବ ବୋଲି ବୁଝାଇ ଥିଲେ। ସାମାଜିକ ସ୍ତରରେ କାର୍ଯ୍ୟ କରିଥିବା ଯୋଗୁଁ, ଡାକ୍ତର ଅର୍ଜୁନ ମୁଗ୍ରି, ସୁଚନା ଅଧିକାର କର୍ମୀ ନୀଳମଣି ଯୋଷୀ, ନାରୀ ନେତ୍ରୀ ସବିତା ନନ୍ଦ, ସ୍ବେଛାସେବୀ ସୁରେଶ ଚନ୍ଦ୍ର କମ୍ପ, ଅକ୍ଷୟ ପଧାନ, ବ୍ରଜଭୁଷଣ

ସାଏ ଙ୍କୁ ମାନପତ୍ର ପ୍ରଦାନ ସହ ସମ୍ମାନୀତ କରାଯାଇଥିଲା।  ସରୋଜ କୁମାର ମେଶ୍ଵା ସଭା। ପରିଚାଳନା କରି ଥିବା ବେଳେ ତରଣୀସେନ ଦୀପ ଧନ୍ୟବାଦ ଅର୍ପଣ କରିଥିଲେ।ପତିତପାବନ ଏକାଡେମୀର ଅଭିଭାବକ ଏବଂ ଅଭିଭାବକା  ତଥା ବହୁତ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026

You Might Also Like