-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*

28-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ନୂଆ ଟାଉନ ହଲରେ "ଉଦ୍ୟମୀ ଓଡ଼ିଶା ଏମଏସଏମଇ କାର୍ଯ୍ୟକ୍ରମ"ର ଉଦଘାଟନ କରିଥିଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଓ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା।ପ୍ରଦର୍ଶନୀରେ ମୋଟ ୨୨ଟି ଷ୍ଟଲ୍ ରହିଛି ଏବଂ ସେଥିମଧ୍ୟରୁ ୬ଟି ଷ୍ଟଲ୍ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ପାଇଁ ସଂରକ୍ଷିତ ରହିଛି। ଆଜିଠାରୁ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ପ୍ରଦର୍ଶନୀ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ।
ସାଧାରଣ ପରିଚାଳିକା, ଜିଲ୍ଲା ଶିଳ୍ପ କେନ୍ଦ୍ର, ସୁବର୍ଣ୍ଣପୁର, ସୁଶ୍ରୀ ସୁଷମା କରାଳି ସ୍ୱାଗତ ଭାଷଣ ଦେଇଥିଲେ। ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ତାମାସୀ ତାମସ୍ମିତା ନାଏକ, ଏଲ୍.ଡି.ଏମ୍., ସୁବର୍ଣ୍ଣପୁର, ଶ୍ରୀଯୁକ୍ତ କାର୍ତ୍ତିକେଶ୍ୱର ପଣ୍ଡା ଏବଂ ଡି.ଡି.ଏମ୍., ନାବାର୍ଡ, ଡ. ସତ୍ୟସ୍ୱରୂପ ବିଦାନ୍ତ।
ପ୍ରଦର୍ଶନୀ ଅବସରରେ ଉଦ୍ୟୋଗୀତା, ଋଣ ସହାୟତା, ବ୍ୟାଙ୍କିଂ ସୁବିଧା, ଛାତ୍ରଛାତ୍ରୀ ଓ ଯୁବବର୍ଗଙ୍କ ଦକ୍ଷତା ବିକାଶ, ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ସଶକ୍ତିକରଣ ଏବଂ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବ। ସେହିପରି ବିପଣନ, ବ୍ରାଣ୍ଡିଂ, ଡିଜିଟାଲାଇଜେସନ ଓ ଉଦ୍ୟୋଗୀତା ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହେବ। ଏହା ସହିତ ଉଦ୍ୟୋଗୀତା ବିଷୟ ଉପରେ ପ୍ରବନ୍ଧ, ବିତର୍କ, କୁଇଜ୍ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯିବ। ପ୍ରଦର୍ଶନୀର ଶେଷ ଦିନରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସହିତ ସଫଳ ଉଦ୍ୟୋଗୀମାନଙ୍କୁ ସମ୍ମାନିତ କରାଯିବ।
କାର୍ଯ୍ୟକ୍ରମରେ ସୂଚନା ଦିଆଯାଇଥିଲା ଯେ ଦେଶରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ଚାକିରି ପାଉଛନ୍ତି। ଏହି କ୍ଷେତ୍ରରେ ଗ୍ରାମୀଣ ଲୋକମାନେ ଅଧିକାଂଶ ଭାବରେ କାମ କରୁଛନ୍ତି। ଏହାଛଡ଼ା ଋଣରେ ମଧ୍ୟ ୮୦୦ କୋଟି ଟଙ୍କା ଏହି କ୍ଷେତ୍ରକୁ ଦିଆଯାଉଛି।
ବିଧାୟକ ଶ୍ରୀ ଜଗଦଲା କହିଥିଲେ ଯେ ସରକାର ଜନସାଧାରଣଙ୍କର ଆୟ ବୃଦ୍ଧି କରିବା ପାଇଁ ଚେଷ୍ଟା କରୁଛନ୍ତି। ଏହି କ୍ଷେତ୍ରରେ ଆମେ ଆମର କୌଳିକ ବୃତ୍ତିର ବିକାଶ କରିପାରିବା।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like