-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ

28-Jun-2026



ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପଲ୍ସ ପୋଲିଓ ଟୀକାକରଣ (ଆଇପିପିଆଇ-୨୦୨୬) ଅଭିଯାନ ଉଦଘାଟିତ ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ କୁମାର ମିଶ୍ର ଆଜି ଏହାର ଶୁଭାରମ୍ଭ କରିଛନ୍ତି। ୨୮ ଜୁନ ରୁ ୩୦ ଜୁନ ୨୦୨୬ ଯାଏଁ ତିନି ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ଯାଜପୁର ଜିଲ୍ଲାରେ ୫ ବର୍ଷରୁ କମ ବୟସର ୧,୭୮,୪୭୮ ଶିଶୁ ଏହି ପୋଲିଓ ଟିକାକରଣ ଅଭିଯାନରେ ଉପକୃତ ହେବେ। ଜିଲ୍ଲାରେ ମୋଟ ୮୪୬ ଟି ପୋଲିଓ ବୁଥ ରହିଥିବା ବେଳେ ୩୩୮୪ ଜଣ କର୍ମକର୍ତ୍ତା ଏବଂ ୧୬୫ ଜଣ ସୁପରଭାଇଜର ଏଥିପାଇଁ ନିୟୋଜିତ ହେବେ। ୨୧ ଟି ଭ୍ରାମ୍ୟମାଣ ଟିମ୍ ଏହି କାର୍ଯ୍ୟ ସମ୍ପାଦନ କରିବେ। ପ୍ରଥମ ଦିନରେ ବୁଥ ସ୍ତରୀୟ କାର୍ଯ୍ୟକ୍ରମ ହେଉଥିବା ବେଳେ ବାକି ଦୁଇ ଦିନରେ ଘରକୁ ଘର ବୁଲି ଡାକ୍ତରୀ ଟିମ୍ ପରିଦର୍ଶନ କରିବେ ଏବଂ ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ କରିବେ। ଉଦଘାଟନୀ କାର୍ଯ୍ୟକ୍ରମରେ ବଡ଼ଚଣା ବାସିନ୍ଦା ବିଶ୍ୱଜିତ ରାଉତ ଓ ଜସ୍ମିନ ମିଶ୍ରଙ୍କ କନ୍ୟା ଜାହ୍ନବୀ ରାଉତଙ୍କୁ ପୋଲିଓ ବୁନ୍ଦା ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ଡିଏମଓ ମନୋଜ କୁମାର ସେନାପତି, ଏଡିପିଏଚସିଓ ସଂଯୁକ୍ତା ପଣ୍ଡା, ରମାକାନ୍ତ ବାରିକ, ଦୋଳଗୋବିନ୍ଦ ପଣ୍ଡା, ସିସିଟି ରମେଶ କୁମାର ମିଶ୍ର, ଜାକି ଆଲାମ, ମାନସ ରଞ୍ଜନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026

You Might Also Like