-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ

28-Jun-2026



ବଲାଙ୍ଗୀର, (ପ୍ରେରଣା ଖବର) ଆଜି ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକର ଫାଉଣ୍ଡେସନ, ବଲାଙ୍ଗିର ଦ୍ଵାରା ପୁର୍ବ ବୈଠକ ର ନିଷ୍ପତ୍ତି ଓ ସର୍ବସମ୍ମତିକ୍ରମେ ବଲାଙ୍ଗିର ମ୍ୟୁନିସିପାଲିଟି ଅନ୍ତର୍ଗତ ଓ୍ବାର୍ଡ ନଂ. ୧୮ ର ସାଲେପାଲି ଛକ ନିକଟ, ରେଲୱେ ଷ୍ଟେସନ ରୋଡର ବାମ ପାର୍ଶ୍ଵରେ, ପୋତା ଯାଇଥିବା ବାବାସାହେବ ଆମ୍ବେଦକର ଙ୍କ ଫଟୋଚିତ୍ର ସହିତ 'ଆମ୍ବେଦକର ଭବନ ପାଇଁ ଜାଗା' ଫଳକ କୁ ଲାଗି "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ ହୋଇଯାଇଛି l ଫାଉଣ୍ଡେସନ ର ସଭାପତି ଧୀମାନ ପାଣ୍ଡବ କୁମ୍ଭାର ସର୍ବପ୍ରଥମେ ଭାରତୀୟ ସମ୍ବିଧାନର ଜନକ, ଭାରତରତ୍ନ ବାବାସାହେବ ଆମ୍ବେଦକର ଙ୍କର ଫଟୋଚିତ୍ରରେ ଶ୍ରଦ୍ଧା ଓ ସମ୍ମାନର ସହିତ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ବଳନ କରିଥିଲେ l ସମସ୍ତ କର୍ମକର୍ତ୍ତା ସମେତ ବହୁ ସଂଖ୍ୟାରେ ମାନବବାଦୀ, ବୁଦ୍ଧପ୍ରେମୀ ତଥା ଶୁଭଚିନ୍ତକ ମାନଙ୍କର ଉପସ୍ଥିତରେ ଉକ୍ତ ଶୁଭ ଉଦ୍ଘାଟନୀ କାର୍ଯ୍ୟକ୍ରମ ଟି କରାଗଲା l

ଏହି ଅବସରରେ ସଭାପତି ଧିମାନ କୁମ୍ଭାର ଉପସ୍ଥିତ ସମାରୋହକୁ ସମ୍ବୋଧନ ଓ ଶୁଭେଚ୍ଛା ଜ୍ଞାପନ ପୂର୍ବକ ନିର୍ମାଣ ହେବାକୁ ଥିବା ଉକ୍ତ ଆମ୍ବେଦକର ଭବନ ପାଇଁ ସମସ୍ତ ସାଧାରଣ ଜନତା ର ସହୃଦୟ ସାହାଯ୍ୟ ଓ ସହଯୋଗର କାମନା କରିଥିଲେ। ଉକ୍ତ ସମାରୋହରେ ଫାଉଣ୍ଡେସନ ର ପ୍ରମୁଖ କର୍ମକର୍ତ୍ତା ଉପ ସଭାପତି ଧୀମାନ ବିରେନ୍ଦ୍ର ରାଏ, କାର୍ଯ୍ୟକାରୀ ସଭାପତି ପ୍ରଭାତ ବାରିକ, ସଂଯୁକ୍ତ ସମ୍ପାଦକ ଇଶ୍ଵର ନନ୍ଦ, କୋଷାଧ୍ୟକ୍ଷ ଲୋକନାଥ ସୁନା, ସଂଯୋଜକ ସୁଶାନ୍ତ ନନ୍ଦ, ସହ ସଂଯୋଜକ ରବି ସୁନା, ମୁଖ୍ୟ ପରାମର୍ଶ ଦାତା ଦଣ୍ଡୁଆ କୁମ୍ଭାର, ପରାମର୍ଶ ଦାତା ରମେଶ ଚନ୍ଦ୍ର ନାଗ, ରତନ କୁମାର ରାଉତ, ଲମ୍ବୋଦର ମହାନନ୍ଦ, ରାମଚନ୍ଦ୍ର ସାଗର, ଜିତୁ ସୁନା, ଭକ୍ତ ରାଏ, ସୁରେନ୍ଦ୍ର ଅଶ୍ୱପାଳ, ବିନୋଦ ଦୀପ ସମେତ ବହୁ ସଂଖ୍ୟା ରେ ଆମ୍ବେଦକରବାଦୀ ଉପସ୍ଥିତ ରହି ଉଦ୍ଘାଟନୀ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ l ଶେଷରେ ଧୀମାନ ଅର୍ଜୁନ ନାଗ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026

You Might Also Like