-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ

29-Jun-2026



ତୁଷୁରା, (ପଞ୍ଚାନନ ନାଏକ) ଗୁଡଭେଲାବ୍ଲକ କାର୍ଯ୍ୟାଳୟରୁ ମାତ୍ର ପାଞ୍ଚ କିଲୋମିଟର ଦୂରରେ ଥିବା ଏକ ଗାଁକୁ ନାହିଁ ରାସ୍ତା । ରାସ୍ତା ଅଭାବ ଯୋଗୁଁ ଗାଁକୁ ଆସି ପାରେ ନି କୌଣସି ଚାରିଚକିଆ ଗାଡ଼ି । ଏହା ନିତିଦିନିଆ ଘଟଣା ହୋଇଥିଲେ ବି ଆଜି ଘଟିଥିବା ଏକ ଘଟଣା ଦେଖାଉଛି ବିକାଶର ଭିନ୍ନ ଚିତ୍ର । ସରକାର ଗାଁର ବିକାଶକୁ ନେଇ ବାହା ବାହା ନେଉଥିବା ବେଳେ ଗାଁକୁ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହା ହୋଇଛନ୍ତି ରୋଗୀ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ଘୁନା ପଞ୍ଚାୟତ ଅନ୍ତର୍ଗତ କୁମାସିଂହା ଗାଁରେ । ଏହି ଗାଁର ଡୋଳାମଣି ଭୋଇଙ୍କ ସ୍ତ୍ରୀ ସଙ୍ଗୀତା ଭୋଇ(୩୫ ବର୍ଷ)ଙ୍କୁ ଅସୁସ୍ଥତା ହେତୁ ଡାକ୍ତରଖାନା ଯିବା ପାଇଁ ୧୦୮ ଆମ୍ବୁଲାନ୍ସ ପାଇଁ ଫୋନ୍ କରିଥିଲେ । ତୁରନ୍ତ ତାଙ୍କ ପାଇଁ ନିକଟସ୍ଥ ତୁଷୁରା ହସ୍ପିଟାଲରେ ନିୟୋଜିତ ଥିବା ୧୦୮ ଆମ୍ବୁଲାନ୍ସ ପଠାଯାଇଥିଲା । ୧୦୮ ଆମ୍ବୁଲାନ୍ସଟି ପ୍ରାୟ ୯ଟା ୨୨ମିନିଟରେ ତାଙ୍କ ଗାଁକୁ ପହଞ୍ଚି ଯାଇଥିଲା । କିନ୍ତୁ ପରେ ତାଙ୍କ ଘର ପାଖକୁ ରାସ୍ତା ନଥିବା ଯୋଗୁଁ ଆମ୍ବୁଲାନ୍ସ ଆଗକୁ ଯାଇ ନ ପାରି ଗୋଟିଏ କିଲୋମିଟର ଦୂରରେ ଅଟକି ରହିଥିଲା । ଆମ୍ବୁଲାନ୍ସ କର୍ମଚାରୀ ଏମଟି ଶମ୍ଭୁପ୍ରସାଦ ସାହୁ ପରିସ୍ଥିତର ଗମ୍ଭୀରତାକୁ ହୃଦୟଙ୍ଗମ କରି କାଳ ବିଳମ୍ବ ନ କରି ହେଲପର କଳାପିକ ଭାଟିଙ୍କ ସହିତ ରୋଗୀଙ୍କୁ ଷ୍ଟ୍ରେଚରରେ ପ୍ରାୟ ଗୋଟିଏ କିଲୋମିଟର ଦୂର ବୋହି ଆଣିଥିଲେ । ଯାହାଫଳରେ ଆମ୍ବୁଲାନ୍ସ ସହାୟତାରେ ରୋଗୀଙ୍କୁ ପ୍ରାୟ ୧୦.୦୮ ମିନିଟରେ ନିକଟସ୍ଥ ଗୁଡ଼ଭେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଆମ୍ବୁଲାନ୍ସ କର୍ମଚାରୀଙ୍କ ମାନବିକତା ଓ କାର୍ଯ୍ୟ କୁଶଳତାକୁ ସାଧାରଣରେ ଉଚ୍ଚ ପ୍ରଶଂସା କରାଯାଇଥିବା ବେଳେ ବ୍ଲକ ନାକ ତଳେ ଥିବା ଗାଁକୁ ବର୍ଷା ମାସରେ ଆମ୍ବୁଲାନ୍ସ ପସିନପାରିବା ଚିନ୍ତାର ବିଷୟ ହୋଇଛି । ତେବେ ଏହି ଗାଁ ଉପରେ ରାଜ୍ୟ ସରକାର ଦୃଷ୍ଟି ଦେଇ ରାସ୍ତା ନିର୍ମାଣ ପ୍ରତି ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like