-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ

29-Jun-2026



ଡାବୁଗାଁ (ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲା  ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ଶ୍ରୀ  ଜଗନ୍ନାଥ ମନ୍ଦିର ରେ ସ୍ନାନ ପୂର୍ଣ୍ଣିମା ସୋମବାର ପାଳିତ ହୋଇ ଯାଇଛି। ଭଗବାନ ଙ୍କ ର ଚତୁର୍ଦ୍ଧା ମୂର୍ତ୍ତି ଙ୍କୁ ସ୍ନାନ ମଣ୍ଡପକୁ ପହଣ୍ଡି କରି ଆଣିବା ପରେ ପାରମ୍ପରିକ ରୀତିନୀତି ଅନୁସାରେ  ପୂଜାର୍ଚ୍ଚନା କରାଯାଇ ସ୍ନାନ  କରାଯାଇଥିଲା। ଏହି ଅବସରରେ   ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ,  ଦେବରାଜ ପାତ୍ର, ଏମ  ଅପ୍ପା ରାଓ , ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର କୁମାର ମିଶ୍ର,  ଜି. ଭେଙ୍କେଟେଶ୍ୱର୍, ପ୍ରକାଶ ଚନ୍ଦ୍ର  ପଣ୍ଡା, ଜି ସାଇ ରାଜୁ , ମଳୟ ବିଶୋଇ , ବାବି ଜେନା, ଜୟନ୍ତ  କୁମାର ପାତ୍ର , ଭଗବାନ ଖୁଣ୍ଟିଆ, ଜଗନ୍ନାଥ ମନ୍ଦିର  ପୂଜକ ନବୀନ ପାଢ଼ୀ , ଡାହୁକ କୁନୁ ପାତ୍ର, ଦଇତାପତି ନୀଳକଣ୍ଠ ମହାପାତ୍ର, ସେବାୟତ ପ୍ରଦୀପ ସାହୁ, ଗୋବିନ୍ଦ ଚନ୍ଦ୍ର ପଣ୍ଡା, ମୁନା  ପାତ୍ର , ତ୍ରିନାଥ ଦାସ , କୃଷ୍ଣ ଚନ୍ଦ୍ର ପଣ୍ଡା ଅନ୍ୟମାନେ ଉପସ୍ଥିତ ଥିଲେ। ମହାପ୍ରଭୁ ଙ୍କ ସ୍ନାନ ଦେଖିବା ପାଇଁ ଶତାଧିକ ଭକ୍ତଙ୍କ ଭିଡ଼ ଜମିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like