-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା

29-Jun-2026



କଟକ  (ତପନ ମହାନ୍ତି) କଟକ ମହାନଗର ନିଗମ ଅନ୍ତର୍ଗତ ୱାର୍ଡ ନଂ ୫୪ରେ ରହିଛି କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗ ମୂଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ।ମୂଖ୍ୟଯନ୍ତ୍ରୀ ଭାବରେ କଟକ ଓ କେନ୍ଦ୍ରାପଡା ଉଭୟ ଦାୟିତ୍ୱରେ ଇ°ସତ୍ୟଜିତ୍  ଦଳାଇ ରହିଛନ୍ତି। ସୁନ୍ଦରଗଡ଼ରୁ ବଦଳି ହୋଇ କଟକରେ ଯୋଗଦେବାକୁ ଆସିଥିବା ଯନ୍ତ୍ରୀଙ୍କୁ ଦାୟିତ୍ଵ ହସ୍ତାନ୍ତର କରୁନଥିବା ଅଭିଯୋଗ ହୋଇଛି। ଟେଣ୍ଡର ଜାଲିଆତି ୪୦ କୋଟିର ମହାଦୁର୍ନୀତିରେ ସଂପୃକ୍ତ ଥାଇ ମିଥ୍ୟା ମେସିନାରୀ ଦଲିଲ୍ ଦେଇଥିବା ଜୈନିକ ଠିକାଦାରକୁ ଘଣ୍ଟ ଯୋଡାଉଥିବା ଅଭିଯୋଗ କରିଛନ୍ତି ଠିକାଦାର ସଂଘର ତାରେଣୀ ପ୍ରସାଦ ଦାସ୍,ବ°ଶୀଧର ପଣ୍ଡା ଓ ସୁବାସିନୀ ଜେନା । ଠିକାଦାର ସଂଘର ସଭାପତି ଫିରୋଜ ଖୁଣ୍ଟିଆ କହିଛନ୍ତି, ମୁଖ୍ୟଯନ୍ତ୍ରୀ ସଡ଼କ ଯୋଜନାରେ କଟକ କେନ୍ଦ୍ରାପଡ଼ା‌ ପାଇଁ ୮୪ଟି କାମର ଟେଣ୍ଡର ହୋଇଥିଲା।ଟେଣ୍ଡରରେ ମେସିନାରୀ ଓ ସତ୍ୟପାଠ ଦାଖଲ କରିବାକୁ ପଡ଼ିଥାଏ। ଏଠାରେ ୬ଟି  ୪୦କୋଟିର କାମରେ ଜଣେ ଠିକାଦାର ଅନାମଧେୟ କମ୍ପାନୀ ରମେସିନାରୀ ଯାହା ଫଲ୍ସ ବୋଲି ମୂଖ୍ୟଯନ୍ତ୍ରୀଙ୍କ ପାଖରେ ଅଭିଯୋଗ କରିଛନ୍ତି ଠିକାଦାର। 

ଟେଣ୍ଡରରେ ଅଫିସ ନାମଜାଦା କମ୍ପାନୀର ମେସିନାରୀ ଉଲ୍ଲେଖ କରିଥିଲା।ମୁଖ୍ୟଯନ୍ତ୍ରୀ  ଘଟଣାର ତଦନ୍ତ ନକରି ଓଲଟା ଠିକାଦାରଙ୍କୁ ପ୍ରମାଣ ଦିଅ ବୋଲି ନାଲି ଆଖି ଦେଖାଉଥିବା ଅଭିଯୋଗ କରିଛନ୍ତି। ମୁଖ୍ୟଯନ୍ତ୍ରୀଙ୍କ ଠାରୁ ନାସ୍ତିବାଣି ଶୁଣି  ଚାଉଳିଆଗଞ୍ଜ ଥାନାରେ ଏତଲା ଦେଇଛନ୍ତି ଠିକାଦାର ତାରେଣୀ ପ୍ରସାଦ ଦାସ୍।ସେ କହିଛନ୍ତି ଆଗାମୀ ଦିନରେ ସେ ସଂଘ ସହିତ ମୁଖ୍ୟଯନ୍ତ୍ରୀଙ୍କ ପାଖରେ ଅଭିଯୋଗ କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like