-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା : ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦିବ୍ୟlଙ୍ଗ ମାନଙ୍କୁ ସହାୟକ ଉପକରଣ ବଣ୍ଟନ କଲେ ବିଧାୟକ

09-Feb-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଲୋଇସିଂହା ବ୍ଲକ ଲୋଇସିଂହା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି l ଆଜିର ଏହି ଶିବିରରେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ପ୍ରଦୀପ ପ୍ରଜ୍ବଳନ କରି ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସମସ୍ୟା ର ସମାଧାନ ଓ  ଭବିଷ୍ୟତ କେମିତି ଉନ୍ନତି, ଉଜ୍ୱଳମୟ ହେବ ସେ ଦିଗରେ ବକ୍ତବ୍ୟ ରଖିଥିଲେ l ସରକାରଙ୍କ ତରଫରୁ ଯେଉଁ ସବୁ ଦିବ୍ୟାଙ୍ଗଙ୍କ ଉନ୍ନତି ଦିଗରେ ପଦକ୍ଷେପ ତା ସହ ନିଜ ମାଧ୍ୟମରେ ଯେତେ ସମ୍ଭବ ସାହାଯ୍ୟ ଓ ସହଯୋଗର ହାତ ବଢାଇବା ଲାଗି କହିଲେ l ଶିକ୍ଷାଧିକାରୀ ଓ ଡାକ୍ତରଙ୍କୁ ମଧ୍ୟ ଦିବ୍ୟାଙ୍ଗ ପରିବାରଙ୍କ ଆଗରେ ଛାତ୍ରଛାତ୍ରୀଙ୍କ  ଯେଉଁ ସମସ୍ୟା ରହିଛି ତାର ସମାଧାନ ଲାଗି ପରାମର୍ଶ ଦେଲେ l ସମ୍ମାନିତ ଅତିଥିଭାବେ ଲୋଇସିଂହା ବିଡ଼ିଓ ରାମଚନ୍ଦ୍ର ଖାଡିଆ ସରକାରଙ୍କ ତରଫରୁ  ବ୍ଲକ ଲେବେଲରେ ଦିବ୍ୟାଙ୍ଗ ଲାଗି ଯେଉଁସବୁ ଉନ୍ନତିମୂଳକ କାର୍ଯ୍ୟ ରହିଛି ତାକୁ ଯଥାଶୀଘ୍ର କରାଯିବା ଲାଗି କହିଲେ l ଏହି ଶିବିରରେ ଦିବ୍ୟାଙ୍ଗଙ୍କ ଲାଗି ତିନି ଚକିଆ ସାଇକେଲ, ଶ୍ରବଣ ଯନ୍ତ୍ର ଓ ବେଗ ମାନ ବଣ୍ଟନ କରାଯାଇଥିଲା l ଅନ୍ୟ ଅତିଥି ମଧ୍ୟରେ ବ୍ଲକ ଶିକ୍ଷ୍ୟାଧିକାରୀ ରୀନା କୁମାରୀ ବେହେରା, ଅଭିଭାଷଣରେ ଡ଼. ସଂଜୀବ ବିଶ୍ୱାଳ, ସୁରେନ୍ଦ୍ର 

କୁମାର ଭୋଇ, ରାଜକିଶୋର ସାହୁ, ଶୁଭଶ୍ରୀ ମିଶ୍ର (ଏ.ଏଲ) ଉପସ୍ଥିତ ଥିଲେ l ମଞ୍ଚକୁ ପରିଚାଳନା କରିଥିଲେ କରୁଣାକର ପଟେଲ ଓ ପର୍ଶୁରାମ ସୁନା l ଏହି ଶିବିରରେ ଲୋଇସିଂହା ବ୍ଲକର ବହୁ ସଂଖ୍ୟାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ l ବିଜେପି କର୍ମକର୍ତା ମଧ୍ୟରେ ଗୌରାଙ୍ଗ ନାଏକ, ରାଜୁ ସାହୁ, ବାହାଦୁର ନନ୍ଦ, ଭୁତନାଥ ନାଏକ, ଗୌତମ କୁଅଁର ଶିବିରରେ ଅଂଶଗ୍ରହଣ କରିଥିଲେ l ଶେଷରେ ପର୍ଶୁରାମ ସୁନା ଧନ୍ୟବାଦ ଅର୍ପଣ କରି କାର୍ଯ୍ୟ ସମାପ୍ତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like