-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||     

HOME   ଜିଲ୍ଲା

ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ

29-Jun-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସହରର ମଝିପଡ଼ା ରଥଖଳା ଠାରେ ବସବାସ କରୁଥିବା ମାଗୁଣୀ ସାହୁ ଙ୍କ ଘରକୁ ଆଜି ପହଞ୍ଚିଲେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ। ସୂଚନା ଯୋଗ୍ୟ ଯେ ସୁଦୂର ବାଙ୍ଗାଲୋର ଠାରେ ଚିକିତ୍ସିତ ହୋଇ ହାର୍ଟ ଅପରେସନର ସଫଳତା ପରେ ଘରକୁ ଫେରିଛି ତାଙ୍କ ଛଅ ବର୍ଷର ନାତି ସ୍ୱପ୍ନେଶ୍ୱର । ଜିଲ୍ଲାପାଳ ତାଙ୍କ ଘରେ ପହଞ୍ଚିବା ସହ ସ୍ଵାସ୍ଥ୍ୟ ଅବସ୍ଥା ବୁଝିଛନ୍ତି  ଓ ପରିବାର ସହ ସମସ୍ତ ଘଟଣାର ଆଲୋଚନା କରିଛନ୍ତି l ପ୍ରକାଶ ଥାଉ କି ଯେ ଅବସର ପ୍ରାପ୍ତ ସମବାୟ ବ୍ୟାଙ୍କ ସୋନପୁର ମ୍ୟାନେଜର ଶ୍ରୀ ମାଗୁଣି ସାହୁଙ୍କ ନାତି ସ୍ୱପ୍ନେଶ୍ୱର (୬) ବର୍ଷ ର ହାର୍ଟ ଅପରେସନ ପାଇଁ ବିଗତ ତିନି ମାସ ପୁର୍ବରୁ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଗୁହାରି କରିଥିଲେ ଏ ପରିବାର । ପରେ କିଛି ସ୍ୱେଚ୍ଛାସେବୀ ଓ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗର କୋଡ଼ିନେଶନ ଓ ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ ସ୍ୱପ୍ନେଶ୍ୱର ର ଚିକିତ୍ସା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା । ଭୁବନେଶ୍ୱର ଓ ସୁଦୂର ବାଙ୍ଗାଲୋର ଠାରେ ଚିକିତ୍ସା ବେଳେ ଡାକ୍ତର ମାନଙ୍କ ସହ ଓ ପରିବାର ସହ ଅନେକ ଥର ଯୋଗାଯୋଗ ରେ ରହି ଉନ୍ନତ ଧରଣର ଚିକିତ୍ସା ପାଇଁ ଡାକ୍ତରଙ୍କୁ ଅନୁରୋଧ କରିଥିଲେ ଜିଲ୍ଲାପାଳ ଡ. ସାହୁ । ଅପରେସନ ସଫଳତା ପରେ ଖୁସି ହୋଇ ପ୍ରଥମେ ମା ସୁରେଶ୍ଵରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ଏ ପରିବାର । ଚିକିତ୍ସା ପ୍ରସ୍ତୁତିରେ ଏହି ପରିବାରକୁ ପ୍ରେରଣା ଯୋଗାଇଥିବା ଓ ଅପରେସନ୍ ବେଳେ ବାଙ୍ଗାଲୋର ମେଡିକାଲ୍ ଓ ଡାକ୍ତରଙ୍କ ସହ ଯୋଗାଯୋଗରେ ଥିବା ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଙ୍କୁ ହାର୍ଦ୍ଧିକ କୃତଜ୍ଞତା ଜ୍ଞାପନ କରି ଆଜି ଭାବ ବିହ୍ୱଳ ହୋଇ ଯାଇଥିଲେ ଏହି ପରିବାର । ଏବଂ ମହତ୍ କାର୍ଯ୍ଯ ରେ ଆରଂଭ ରୁ ସଂଯୋଜନା କରିଥିବା ବରିଷ୍ଠ ନାଗରିକ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ପ୍ରଦୀପ ପୁରୋହିତ, ଜିଲ୍ଲା ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ସାମ୍ୱାଦିକ ମନୋରଞ୍ଜନ ତ୍ରିପାଠି, ମହାଦେବ ମଲ୍ଲିକ ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗକୁ ମଧ୍ୟ ଏହି ପରିବାର ଆଜି କୃତଜ୍ଞତା ଜଣାଇଥିଲେ । ଜିଲ୍ଲାପାଳଙ୍କ ଏହି ଉଦ୍ୟମ, ବଦାନ୍ୟତା ଓ ସଫଳତା ପରେ ଘରକୁ ପରିଦର୍ଶନ ବିଷୟ ସହର ତଥା ଜିଲ୍ଲାରେ ଖୁବ୍ ପ୍ରଶଂଶା କରାଯାଇଛି । ଏହି ଗସ୍ତ ସମୟରେ କର୍ମଯୋଗୀ ଗୋବିନ୍ଦ ମହାରଣା, ବରିଷ୍ଠ ନାଗରିକ ଜ୍ଯୋତି ରଞ୍ଜନ ପଟ୍ଟନାୟକ, ଯୁବ ସଂଗଠକ ତଥା ଯୁବ ନେତା ପୀୟୂଷ ପଣ୍ଡା ଙ୍କ ସମେତ କିଛି ସ୍ୱେଚ୍ଛାସେବୀ ଓ ସାମ୍ୱାଦିକ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like