-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||     

HOME   ଜିଲ୍ଲା

ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ

29-Jun-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଶିଶୁ କଲ୍ୟାଣ ସମିତିର ନୂତନ ସରକାରୀ ଭବନ ଉଦଘାଟନ କଲେ ଜିଲ୍ଲାପାଳ ଡ. ନୃପରାଜ ସାହୁ । ଦୀର୍ଘ ୧୩ ବର୍ଷର ପ୍ରତୀକ୍ଷା ପରେ ଶିଶୁ କଲ୍ୟାଣ ସମିତି, ସୁବର୍ଣ୍ଣପୁର ର ନୂତନ ସରକାରୀ କାର୍ଯ୍ୟାଳୟ ଭବନ ଉଦ୍ଘାଟିତ ହୋଇଛି ।  ଉତ୍କଳ ବାଳାଶ୍ରମ ଟି ନିକଟତର ଥିବାରୁ ଏହି ନୂତନ କାର୍ଯ୍ୟାଳୟ ଦ୍ୱାରା ଶିଶୁ ମାନଙ୍କ ସୁରକ୍ଷା,ଯତ୍ନ ଓ ପୁନର୍ବାସ ସମ୍ବନ୍ଧୀୟ କାର୍ଯ୍ୟ ଅଧିକ ସୁବିଧାଜନକ ଓ ସୁଚାରୁ ଭାବେ ସମ୍ପାଦିତ ହୋଇପାରିବ । ଉଦ୍ଘାଟିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସୁବର୍ଣ୍ଣପୁର ଡ. ନୃପରାଜ ସାହୁ  ଫିତା କାଟି କାର୍ଯ୍ୟାଳୟକୁ ଉଦ୍ଘଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ ଯୋଗ ଦେଇଥିବା ବେଳେ ଶିଶୁ କଲ୍ୟାଣ ସମିତି, ପୂର୍ବତନ ଶିଶୁ କଲ୍ୟାଣ ସମିତିର ସଭ୍ୟ ରାଧେଶ୍ୟାମ ପଣ୍ଡା, ସାନ୍ତୁନୁ କୁମାର କର୍ଣ୍ଣ, ହେମନ୍ତ କୁମାର ସା, ଦିଲ୍ଲୀପ କୁମାର ମୁଖୀ, ସାମାଜିକ କର୍ମୀ ଗୋବିନ୍ଦ ମହାରଣା, ସଖୀ, ଉତ୍କଳ ବାଳାଶ୍ରମ ର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ନୂତନ କାର୍ଯ୍ୟାଳୟ ଭବନ ଶିଶୁ ସୁରକ୍ଷା ଦିଗରେ ଏକ ନୂଆ ପଦକ୍ଷେପ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ । ଏହି ନୂତନ ସରକାରୀ କାର୍ଯ୍ୟାଳୟ ପାଇଁ ନୂତନ ଭାବେ ନିଯୁକ୍ତ ହୋଇଥିବା ଶିଶୁ କଲ୍ୟାଣ ସମିତିର ଅଧ୍ୟକ୍ଷା ଲୀନା ବାବୁ, ସଦସ୍ୟା ଅଞ୍ଜଳି ନେଗୀ, ରଞ୍ଜିତା ସାହୁ, ସଦସ୍ୟ କେଶବ ଚନ୍ଦ୍ର ମେହେର ଓ ବ୍ରଜେନ୍ଦ୍ର କୁମାର୍ ବିଶି ସମସ୍ତେ ମିଶି ଜିଲ୍ଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ ଏବଂ ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ସମିତିର ଅଭିଯୋଗକୁ ଗୁରୁତର ସହ ନେଇ ତାଙ୍କର ପ୍ରଚେଷ୍ଟା ଫଳରେ ଉକ୍ତ କାର୍ଯ୍ୟାଳୟ କୁ ମଞ୍ଜୁର କରିଥିଲେ । ପୂର୍ବରୁ ଭଡ଼ା ଘରେ କାର୍ଯ୍ୟାଳୟ ଚାଲୁ ଥିବାରୁ ବିଭିନ୍ନ ସମସ୍ୟା ଦେଖା ଦେଇଥିଲା । ନୂତନ ସରକାରୀ ଭବନ ମିଳିବା ପରେ ଶିଶୁ ମାନଙ୍କ ହିତରେ ଶୁଣାଣି ଓ ଅନ୍ୟାନ୍ୟ କାର୍ଯ୍ୟ ଆହୁରି ଭଲ ଭାବରେ ହୋଇପାରିବ । ଏହି କାର୍ଯ୍ୟକ୍ରମକୁ ଶିଶୁ କଲ୍ୟାଣ ସମିତିର ସମସ୍ତ ସଭ୍ୟା ଓ ସଭ୍ୟା ସମ୍ପାଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like