-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||     

HOME   ଜିଲ୍ଲା

ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।

29-Jun-2026



(ରଂଜିତ ମହାନ୍ତି )
ଯୁବତୀ ଙ୍କୁ ବିବାହ ର ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କଲା ରସିକିଆ ପ୍ରେମିକ। ଏଭଳି ଘଟଣା ଦେଖିବାକୁ ମିଳିଚି ବରୀ ରାମଚନ୍ଦ୍ରପୁର ଥାନା ଅଧୀନ ବାଲିଆପାଳ ଗ୍ରାମରେ ।ଯାହାକୁ ନେଇ ଯୁବତୀ ଜଣଙ୍କ ବରୀ ରାମଚନ୍ଦ୍ରପୁର ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି।ଅଭିଯୋଗ ଅନୁଯାଇ ଏହି ଗ୍ରାମର ବିଜୟ କୁମାର ସାହୁ ଙ୍କ ପୁଅ ସିଧ୍ୟାର୍ଥ କୁମାର ସାହୁ ଦୀର୍ଘ ୫ ବର୍ଷ ହେବ ଯୁବତୀ ଜଣଙ୍କୁ ଭଲ ପାଇଆସୁଥିଲେ। ଏବଂ ତାଙ୍କୁ  ବିଭାହର ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏମିତି କି ତାଙ୍କୁ ନେଇ କିଛିଦିନ ବାହାରେ ମଧ୍ୟ ରଖି ଥିଲେ। କିନ୍ତୁ କିଛିଦିନ ହେବ ଯୁବତୀ ଜଣଙ୍କ ସିଦ୍ଧାର୍ଥ ଙ୍କୁ ବାହା ହେବା ପାଇଁ କହିବାରୁ ତାଙ୍କ ସହ ପ୍ରତାରଣା କରିଥିଲେ। ଏ ନେଇ ଯୁବତୀ ଜଣଙ୍କ ଗତକାଲି ବରୀ ରାମଚନ୍ଦ୍ରପୁର ଥାନା ରେ ଲିଖିତ ଅଭିଯୋଗ କରିଥିଲେ। ଆଉ ବରୀ ପୋଲିସ 253/26 ରେ ଏକ ମାମଲା ୠଜୁକରି ତଦନ୍ତ ଆରମ୍ଭ କରିଥିବା ବେଳେ ଯୁବକ ଜଣଙ୍କ ଫେରାର ହୋଇଯାଇଥିବାର ଜଣା ପଡିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026

You Might Also Like