-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।

29-Jun-2026



କଟକ:-(ତପନ ମହାନ୍ତି) ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା, ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀଙ୍କ ସମେତ ପାଠ୍ୟପୁସ୍ତକ ବିଭ୍ରାଟରେ ସଂପୃକ୍ତ ସମସ୍ତ ଅଧିକାରୀଙ୍କୁ କଠୋର ଶାସ୍ତି ପ୍ରଦାନ କରିବା,ଜାତୀୟ ଶିକ୍ଷା ନୀତି - ୨୦୨୦ କୁ ସମ୍ପୂର୍ଣ୍ଣ ବାତିଲ କରିବା ଦାବିରେ  ଏଆଇଡିଏସଓ (ଅଲ୍ ଇଣ୍ଡିଆ ଡେମୋକ୍ରାଟିକ୍ ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେସନ) କଟକ ଜିଲ୍ଲା ପକ୍ଷରୁ ସ୍ଥାନୀୟ କଲେଜ ଛକ ରେଭେନସା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀ,ଶିକ୍ଷାବିତ,ବୁଦ୍ଧିଜୀବୀ ଓ ଅଭିଭାବକ ମାନଙ୍କୁନେଇ  ଦସ୍ତଖତ ସଂଗ୍ରହ ଅଭିଯାନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।

ଏହି ଦସ୍ତଖତ ସଂଗ୍ରହ କାର୍ଯ୍ୟକ୍ରମକୁ  ଉଦଘାଟନ  କରିଥିଲେ  ରବି ରାୟ ଏକାଡେମୀର ସମ୍ପାଦକ ବିଶିଷ୍ଟ ସମାଜସେବୀ ଇଂ.ଶ୍ରୀ ଯୁକ୍ତ କ୍ଷୀରୋଦ ଚନ୍ଦ୍ର ମହାପାତ୍ର ଏବଂ ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ମହେନ୍ଦ୍ର କାୟସ୍ତ। କଟକର ବିଭିନ୍ନ ସାହିର ଅଭିଭାବକମାନଙ୍କ ମଧ୍ୟରୁ ଶ୍ରୀଯୁକ୍ତ ପ୍ରଶାନ୍ତ ନାଏକ, ଶ୍ରୀମତୀ କୃଷ୍ଣ ପ୍ରିୟା ଜେନା, ଶ୍ରୀ ଯୁକ୍ତ ପ୍ରଦୀପ ଦାସ, ଶ୍ରୀଯୁକ୍ତ ମୋହନ ଦାସ ଏ ଆଇଡିଏସଓ ଉପ-ସଭାପତି ଭାଗ୍ୟରବି ଦାସ ରାଜ୍ୟ ସମ୍ପାଦକ ମଣ୍ଡଳୀସଦସ୍ୟ  ବିନୋଦ ସେଠୀ ପ୍ରମୁଖ ଏହି ଦସ୍ତଖତ ସଂଗ୍ରହ ଅଭିଯାନରେ ସାମିଲ ହୋଇଥିଲେ।   
 ଏଠାରେ ସୂଚନାଯୋଗ୍ୟ ନୂତନ ଜାତୀୟ ଶିକ୍ଷାନୀତି - ୨୦୨୦ ପ୍ରଚଳନ କରିବା ଦ୍ୱାରା ଛାତ୍ରଛାତ୍ରୀମାନଙ୍କ ସାମଗ୍ରିକ ବିକାଶ ଧ୍ୱଂସମୁଖୀ କରାଯାଇଥିବା ବେଳେ ଅତ୍ୟନ୍ତ ବେପରୁଆ ଭାବେ ଏହି ପାଠ୍ୟ ପୁସ୍ତକ ପ୍ରସ୍ତୁତ କରାଯାଇଛି ।  ମାଳ ମାଳ ଭୁଲ ପରିଲକ୍ଷିତ ହୋଇଥିବା ବେଳେ  ଶୁଣିବାକୁ ମିଳୁଛି ବିଭିନ୍ନ ପୁସ୍ତକ ମୁଦ୍ରଣ ମାଫିଆ ମାନଙ୍କୁ ଆଉଥରେ ପୁସ୍ତକ ଛାପିବା ପାଇଁ କୋଟି କୋଟି ଟଙ୍କା ସରକାର ଖର୍ଚ୍ଚ କରିବାକୁ ରାସ୍ତା ପ୍ରଶସ୍ତ କରୁଛନ୍ତି । 

ମାତ୍ର ପାଠ୍ୟକ୍ରମରେ ଅନେକ ଅବୈଜ୍ଞାନିକ, ଅଯୌକ୍ତିକ ତଥା ମନଗଢ଼ା କାହାଣୀକୁ ଭର୍ତ୍ତି କରାଯାଇ ପାଠ୍ୟକ୍ରମର ଏକ ମୌଳିକ ଭିତ୍ତିଗତ ପରିବର୍ତ୍ତନ କରାଯାଇଛି । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ କେବଳ ତଥ୍ୟଗତ ଭାବେ ଭୁଲ ଶିକ୍ଷା ପାଇବେ ନାହିଁ ଆହୁରି ମଧ୍ୟ ବିକୃତ ଶିକ୍ଷା ପାଇବେ, ଯଦ୍ୱାରାକି ସେମାନଙ୍କର ଚିନ୍ତା କରିବାର କ୍ଷମତା ମଧ୍ୟ ଭୟଙ୍କର ଭାବେ ବାଧାପ୍ରାପ୍ତ ହେବ । ଫଳରେ ଏହି ଭୁଲ ଶିକ୍ଷା ଗ୍ରହଣ କରି ରାଜ୍ୟର ଲକ୍ଷ ଲକ୍ଷ କୋମଳମତି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଯେ ଅନ୍ଧକାରମୟ ହେବ ବିଶେଷ କରି ଯାହା ଜାତୀୟ ଶିକ୍ଷା ନୀତି - ୨୦୨୦ର  ଅନୁଯାୟୀ ସରକାରୀ ଶିକ୍ଷାକୁ ସମ୍ପୂର୍ଣ୍ଣ ରୂପେ ଜାତୀୟ ଅନ୍ତର୍ଜାତୀୟ ଏକଚାଟିଆ କମ୍ପାନୀ ସ୍ବାର୍ଥରେ ଘରୋଇକରଣ-ବ୍ୟବସାୟୀକରଣ,
ସାମ୍ପ୍ରଦାୟୀକରଣ, କେନ୍ଦ୍ରୀକରଣ, ଧନ୍ଦାମୂଖିକରଣର ରାସ୍ତା ପ୍ରଶସ୍ତ କରିବା ସହ ଛାତ୍ରଛାତ୍ରୀଙ୍କ ଦୁଇ ଗୋଡ଼ିଆ ଯନ୍ତ୍ର ମାନବରେ ପରିଣତ କରିବାର ଯୋଜନାବଦ୍ଧ ଷଡଯନ୍ତ୍ର ଛଡ଼ା ଆଉ କିଛି ନୁହେଁ। କେବଳ ସେତିକି ନୁହେଁ ସେମାନେ ଅନ୍ଧତା, କୂପମଣ୍ଡୁକତାର ମଧ୍ୟ ଶୀକାର ହେବେ । ଅସଲରେ ଏହି ପାଠ୍ୟ ପୁସ୍ତକ ପରିବର୍ତ୍ତନ ସରକାରୀ ଶିକ୍ଷା ବ୍ୟବସ୍ଥାକୁ ଧ୍ୱଂସ କରିବା ପାଇଁ  ଏକ ସୁଦୂର ପ୍ରସାରୀ ଷଡ଼ଯନ୍ତ୍ର ଏବଂ ବିଜ୍ଞାନ ସମ୍ମତ ଶିକ୍ଷା ଠାରୁ ଭବିଷ୍ୟତ ପିଢ଼ିକୁ ଦୂରେଇ ରଖିବା ପାଇଁ ଏକ ହୀନ ଚକ୍ରାନ୍ତ ବୋଲି  ଏଆଇଡିଏସଓ ପକ୍ଷରୁ ଅଭିଯୋଗ କରାଯାଇଛି । ତୁରନ୍ତ ଶିକ୍ଷା ଧ୍ୱଂସକାରୀ ଜାତୀୟ ଶିକ୍ଷାନୀତି ୨୦୨୦ କୁ ସଂପୂର୍ଣ୍ଣ ବାତିଲ କରିବା, ବିଜ୍ଞାନ ସମ୍ମତ ପାଠ୍ୟକ୍ରମ ପ୍ରଚଳନ କରିବା ସହ ଗଣ ଶିକ୍ଷାମନ୍ତ୍ରୀ ସମେତ ପାଠ୍ୟପୁସ୍ତକରେ ଭୁଲ ବିଷୟ ଛାପିବାରେ ସଂପୃକ୍ତ ସମସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ସଂଗଠନ ପକ୍ଷରୁ ଦୃଢ଼ ଦାବି କରାଯାଇଛି।ଏହି ଦସ୍ତଖତ ସଂଗ୍ରହ ଅଭିଯାନକୁ 
 ପରିଚାଳନା କରିଥିଲେ ଏଆଇଡିଏସଓ କଟକ ଜିଲ୍ଲା ସଭାପତି ଇଶା ଧର। ଜିଲ୍ଲା ଉପସଭାପତି ଶିବାନୀ ସାହୁ, ସମ୍ପାଦକ ତରୁଣ ସେନ ନାୟକ,କୋଷାଧକ୍ଷ ଶୁଭସ୍ମିତା ସାହୁ,ଜିଲ୍ଲା ସମ୍ପାଦକ ମୁଣ୍ଡଳୀ ସଦସ୍ୟ ଜ୍ୟୋତ୍ସ୍ନାରାଣୀ ଦାସ,ଭାଗ୍ୟଶ୍ରୀ ପ୍ରଧାନ, ସରୋଜ ମାନସିଂହ, ଜିଲ୍ଲା କମିଟି ସଭ୍ୟ ,ସତ୍ୟବ୍ରତ ମୁଦୁଲି। ,  କସକ ଜେନା,ଗାୟତ୍ରୀ ସାହୁ, ରାଜେଶ ନାୟକ,ସରୋଜ ବେହେରା ଛାତ୍ର ପ୍ରମୁଖ ଆନ୍ଦୋଳନ ଗଢ଼ି ତୋଳିବା ପାଇଁ ଛାତ୍ରଛାତ୍ରୀ, ଅଭିଭାବକ,   ଶିକ୍ଷକ ଏବଂ ସମସ୍ତ ଗଣତାନ୍ତ୍ରିକ  ପ୍ରତିବାଦ ସଭା କଟକ ସହରର ବିଭିନ୍ନ ଅଞ୍ଚଳ,ସାହି କୁ ପରିବ୍ୟାପ୍ତ କରିବା ସହ ବିଭିନ୍ନ ବ୍ଲକ ପରିଭ୍ରମଣ କରିବ ଓ ବିଭିନ୍ନ ସ୍ତରର ଶିକ୍ଷାବିତ୍,ବୁଦ୍ଧିଜୀବୀ,ଅଭିଭାବକ ତଥା ସର୍ବସ୍ତରର ଜନସାଧାରଣଙ୍କୁ ସାମିଲ କରି ଆନ୍ଦୋଳନକୁ ଦୁର୍ବାର କରାଯିବାକୁ  ଆହ୍ବାନ ଦିଆଯାଇଛି। ମନୋଭାବାପନ୍ନ ଲୋକଙ୍କୁ ଏଆଇଡିଏସ୍ଓ ଆହ୍ୱାନ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like