-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ

30-Jun-2026



ବରପାଲି (ସୁଦାମ ଦୀପ )
ବରଗଡ଼ ଜିଲ୍ଲା ବରପାଲି ଗଙ୍ଗାଧର ମେହେର କ୍ଲବ ଠାରେ ବ୍ରଜେଶ୍ଵରୀ ନୃତ୍ୟ କଳା ପରିଷଦ କୁମ୍ଭାରୀ  ଓ ଭଗବାନ ସାହୁ ସ୍ମୃତି କମିଟି ବରପାଲି ତରଫରୁ କୋଶଳୀ ନାଟ୍ୟ ମହର୍ଷି ତଥା ଶବ୍ଦନୃତ୍ୟ ଗୁରୁ ଭଗବାନ ସାହୁଙ୍କ ୯୬ ତମ ଜୟନ୍ତୀ ସମାରୋହ କମିଟିର ସଭାପତି ଡାକ୍ତର ସୁବଳ ଚନ୍ଦ୍ର ମାଝୀଙ୍କ ସଭାପତତ୍ବରେ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବରପାଲି ବ୍ଲକ ଚେୟାରମେନ ଶ୍ରୀମତୀ ରିନା ଥଇତ, ସମ୍ମାନିତ ଅତିଥି ଭାବରେ ବରପାଲି ତହସିଲଦାର ଶ୍ରୀମାନ ରୁକ୍ମଣ ମେହେର, ସମ୍ମାନିତ ଅତିଥି ଭାବରେ ପ୍ରାକ୍ତନ ଟ୍ରିବ୍ୟୁନାଲ ଜର୍ଜ ଶ୍ରୀମାନ ପ୍ରମୋଦ କୁମାର ଝାଙ୍କାର ଓ କଳାପାଣି କଲେଜର ଅଧ୍ୟାପକ  ଶ୍ରୀମାନ ମୋହନ ସାହୁ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ଉପରୋକ୍ତ ମର୍ମରେ ମତବ୍ୟକ୍ତ କରିଥିଲେ । ଏଥିରେ ହାସ୍ୟ ଅଭିନେତା ବିନ୍ଦୁ, ବଂଶୀ ବାଦକ ମୀନକେତନ ଆଦିଙ୍କୁ ସମ୍ମାନିତ କରାଯାଇଛି । ଆଲୋକରେ ଶବନୃତ୍ୟ ବହିର ରଚୟିତା ଭାଗବତିଆ ମାଷ୍ଟ୍ରେ ମଞ୍ଚାସିନ ଥିଲେ । ଚୌହାନ ବୀର ସୁରେନ୍ଦ୍ର ସାଏ ବହି ଉନ୍ମୋଚନ କରାଯାଇଥିବା ବେଳେ ନିରଞ୍ଜନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like