-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା

30-Jun-2026



କଣ୍ଟାବାଞ୍ଜି(ପ୍ରେରଣା ଖବର):  ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟଠାରେ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌତମ ପଟେଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।ହିଆଲ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା କରିଥିଲେ। ସଭାରେ ଶିକ୍ଷା ଅଧିକାରୀ ଶ୍ରୀ ପଟେଲଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ ସ୍ୱରୂପ ଉପଢୌକନ,ପୁଷ୍ପଗୁଚ୍ଛ, ପ୍ରଶଂସା ପତ୍ର ଓ ଉପହାର ଦିଆଯାଇ ଥିଲା।ସେହିପରି ବିର୍ଣା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନାରିୟଣୀ କୁଅଁର, ହାତମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାରଦା ଠାକୁର, ଡେବରିଆମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୈବସୁତ ବାଗଙ୍କୁ ଅବସର କାଗଜପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।ସଭାରେ ଏବିଇଓ ଜଗବନ୍ଧୁ ମାଝୀ, ବଡବାବୁ ସାଧୁଚରଣ ପାଣିଗ୍ରାହୀ, ବୁଦ୍ଧଦେବ ବନଛୋର,ରମେଶ ସୁନା,ସୁନୀଲ ସାହୁ,ସିଆରସିସି ଦୀନେଶ ମହାନନ୍ଦ, ଗଜିନ୍ଦ୍ର ହରିଜନ,ଜଗମୋହନ ସେଠୀ ଅଭିଭାଷଣ ଦେଇଥିଲେ।ଏହି ସଭାରେ ସିଆରସିସି ପ୍ରେମରାଜ ପାଣିଗ୍ରାହୀ, ଧନସିଂ ମାଝୀ, ମୋହନ ବରିହା, କୃତିବାସ ବରିହା, ଗୁରୁପ୍ରସାଦ ଛତ୍ରିଆ, ଅନୁପ କୁମାର ଦାସ, ଗଜୟ ଦାଶ,ଜ୍ୟୋତି ବିକାଶ ବାରିକ,ପ୍ରକାଶ ସେଲମା,ଟିକେଶ୍ୱର ବେହେରା, ସରୋଜ ପୁରୋହିତ, ସଞ୍ଜୟ ଖୁରା,ସୁଶାନ୍ତ ପ୍ରଧାନ, ପ୍ରବୀଣ ନାୟକ,ସୁକାନ୍ତି ମାଝୀ, ସତ୍ୟ ପ୍ରକାଶ ସାହୁ,ମାଧବୀଲତା ସାହୁ,କୁଳମଣି ସାହୁ,ବିକାଶ ବର୍ଗେ,ପ୍ରତାପ ପ୍ରଧାନ,ସୁଧାଂଶୁ ଖମାରୀ,ପ୍ରଦୀପ ପାଣିଗ୍ରାହୀ ସମେତ ଅନେକ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like