-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )

30-Jun-2026



ବିନିକା(ହିମାଂଶୁ ଶେଖର ପୁଟେଲ)
କ୍ରସର ରୁ ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟାରେ ଅବନତି ଘଟୁଥିବା   ଅଭିଯୋଗ କରି ଭାଲୁପାଳି ଗ୍ରାମବାସୀ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି  ଏକ ଦାବିପତ୍ର ପ୍ରଦାନ କରିଛନ୍ତି।ସୂଚନା ଅନୁସାରେ ଗ୍ରାମ ନିକଟରେ ଥିବା ପଥର କ୍ରସରକୁ ତୁରନ୍ତ ବନ୍ଦ କରିବାକୁ ସେମାନେ ଉକ୍ତ ଦାବିପତ୍ରରେ ଉଲ୍ଲେଖ  କରିଛନ୍ତି ।ଗ୍ରାମବାସୀଙ୍କ କହିବା ଅନୁଯାୟୀ, କ୍ରସରୁ ନିରନ୍ତର ଭାବେ ବାହାରୁଥିବା ଧୂଳି ଯୋଗୁଁ ଗ୍ରାମର ଶିଶୁ,ବୟସ୍କ ଓ ମହିଳାମାନେ ଶ୍ୱାସକ୍ରିୟା, ଆଲର୍ଜି ଓ ଆଖି ରୋଗରେ ପୀଡିତ ହେଉଛନ୍ତି। ଘର ଛାତ,ପରିସର ଓ ଫସଲ ଉପରେ ସବୁବେଳେ ଧୂଳି ଜମୁଛି। ବିସ୍ଫୋରଣ ଓ ପ୍ରଚଣ୍ଡ ଶବ୍ଦ ଯୋଗୁଁ ବଡ ବଡ ଛାତ ଘର ମାନ କ୍ରେଜ୍ ହୋଇ ଫାଟି ଯାଉଛି l  ରାତିରେ ଲୋକଙ୍କ ନିଦ ହଜି ଯାଇଛି । ପାଣି ପ୍ରଦୂଷିତ ହେଉଥିବା ଅଭିଯୋଗ ମଧ୍ୟ କରାଯାଇଛି  
 ନିୟମ ବହିର୍ଭୂତ ଭାବେ ଚାଲୁଥିବା କ୍ରସରକୁ ତୁରନ୍ତ ସିଲ କରାଯିବା ସହିତ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସ୍ୱତନ୍ତ୍ର ତଦନ୍ତ କରାଯିବା ପାଇଁ ଗ୍ରାମବାସୀ ଙ୍କ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି lକ୍ରସର ଯୋଗୁଁ ସ୍ୱାସ୍ଥ୍ୟହାନି ସମସ୍ୟା ଘଟୁଥିବା ବେଳେ ଓ ଫସଲ କ୍ଷତି ମଧ୍ୟ ହେଉଥିବା ଅଭିଯୋଗ ହେଉଛି । ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ। “ଆମେ ବିକାଶ ବିରୋଧୀ ନୁହେଁ, କିନ୍ତୁ ଜୀବନ ବିନିମୟରେ ବିକାଶ ଚାହୁଁନୁ। ଯଦି କ୍ରସର ବନ୍ଦ ନହୁଏ ତେବେ ଆମେ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ବାଧ୍ୟ ହେବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।ଦାବିପତ୍ର ଗ୍ରହଣ କରି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି, “ଗ୍ରାମବାସୀଙ୍କ ଅଭିଯୋଗକୁ ଗୁରୁତ୍ୱ ସହ ନିଆଯିବ। ରାଜସ୍ୱ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଖଣି ବିଭାଗର ଅଧିକାରୀଙ୍କୁ ନେଇ ଏକ ଯୁଗ୍ମ ଟିମ ଗଠନ କରାଯାଇ ଘଟଣାର ତଦନ୍ତ କରାଯିବବୋଲି ଆଶ୍ୱାସନା ଦେଇଛନ୍ତି l ନିୟମ ଉଲ୍ଲଂଘନ ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ।”ତଦନ୍ତ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like