-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;

30-Jun-2026



ବରପାଲି :(ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଉଚ୍ଚ ବିଦ୍ୟାଳୟ ପରିସରରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବାନୀଶଙ୍କର ଗଡ଼ତିଆଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ଶିକ୍ଷକ, ପୂର୍ବତନ ଛାତ୍ରଛାତ୍ରୀ, ଅଭିଭାବକ ଓ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟା ସଂଯୁକ୍ତା ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ଚେୟାରମ୍ୟାନ ରୀନା ଡୁଙ୍ଗୁରି, ଆଲୁମିନି କମିଟିର ସଭାପତି ଡ଼. ଘନଶ୍ୟାମ ପାଣିଗ୍ରାହୀ, ପୂର୍ବତନ ଶିକ୍ଷକ ରଘୁନାଥ ବିଶି, ଫଗୁନୁ ଚାଉଁର, ଭିକାରୀ ପଧାନ, ଗଙ୍ଗାଧର ସାହୁ, ମକରନ୍ଦ ସାହୁ, ସମିତିସଭ୍ୟା ଶାନ୍ତି ନାଏକ ଓ ଗ୍ରାମର ସଂଜୀବ ପଣ୍ଡା, ଚଞ୍ଚଳ ପଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଶିକ୍ଷକମାନଙ୍କ ନିଷ୍ଠାପୂର୍ଣ୍ଣ ସେବାର ଉଚ୍ଚ ପ୍ରଶଂସା କରିଥିଲେ। ସେମାନେ କହିଥିଲେ, ଜଣେ ଶିକ୍ଷକ କେବଳ ପାଠ ପଢ଼ାନ୍ତି ନୁହେଁ, ବରଂ ସମାଜ ଗଠନର ମୂଳଦୁଆ ସୃଷ୍ଟି କରନ୍ତି।ଅବସର ଗ୍ରହଣ କରୁଥିବା ପୂର୍ବତନ ପ୍ରଧାନ ଶିକ୍ଷକ ଡୋଳାମାଣି ପଟେଲ ବିଦାୟୀ ଅଭିଭାଷଣରେ ଭାବବିହ୍ୱଳ ହୋଇପଡ଼ିଥିଲେ। ସେ କହିଥିଲେ ଯେ, ୧୯୯୦ ମସିହାରେ ସତଲମା ଉଚ୍ଚ ବିଦ୍ୟାଳୟରୁ ହିଁ ତାଙ୍କ ଶିକ୍ଷକତା ଜୀବନର ଆରମ୍ଭ ହୋଇଥିଲା। ଦୀର୍ଘ ବର୍ଷର କାର୍ଯ୍ୟକାଳ ମଧ୍ୟରେ ବିଦ୍ୟାଳୟ, ଛାତ୍ରଛାତ୍ରୀ ଓ ସହକର୍ମୀଙ୍କ ସହ ତାଙ୍କର ଅନେକ ସ୍ମୃତି ଜଡ଼ି ରହିଛି ବୋଲି ସେ ପ୍ରକାଶ କରିଥିଲେ।ଅନ୍ୟ ଅବସରପ୍ରାପ୍ତ ଶିକ୍ଷକ ଜୟନ୍ତ କୁମାର ଦର୍ଜୀ ମଧ୍ୟ ବିଦାୟ ବେଳାରେ ନିଜର ଦୀର୍ଘ ଶିକ୍ଷକତା ଜୀବନର ବିଭିନ୍ନ ଅନୁଭୂତି ଓ ପୁରୁଣା ସ୍ମୃତିକୁ ସମସ୍ତଙ୍କ ସହ ବାଣ୍ଟିଥିଲେ। ଉଭୟ ଶିକ୍ଷକଙ୍କ ଅବଦାନକୁ ସ୍ମରଣ କରି ସେମାନଙ୍କୁ ଉତ୍ତରୀୟ, ପୁଷ୍ପଗୁଚ୍ଛ, ମାନପତ୍ର ଓ ସ୍ମାରକ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଆଜିର କାର୍ଯ୍ୟକ୍ରମ କୁ ହିନ୍ଦୀ ଶିକ୍ଷକ ପ୍ରଦୀପ କୁମାର ଷଡ଼ଙ୍ଗୀ, ପରିଚାଳନା କରିଥିବାବେଳେ ବିଜ୍ଞାନ ଶିକ୍ଷୟତ୍ରୀ ସରିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like