-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା

30-Jun-2026




ବଲାଙ୍ଗୀର(ପ୍ରେରଣା ଖବର): ପୌର ପରିଷଦ, ବଲାଙ୍ଗୀର ପକ୍ଷରୁ ଆଜି ତିନି ଜଣ ବରିଷ୍ଠ କର୍ମଚାରୀଙ୍କୁ ସେମାନଙ୍କର ଦୀର୍ଘ ଓ ନିଷ୍ଠାପୂର୍ଣ୍ଣ ସରକାରୀ ସେବା ପାଇଁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।
ଅବସର ଗ୍ରହଣ କରିଥିବା କର୍ମଚାରୀମାନେ ହେଲେ ଶ୍ରୀ ଶ୍ୱେତ ତ୍ରିପାଠୀ, ରେଭେନ୍ୟୁ ଇନ୍ସପେକ୍ଟର (RI), ଶ୍ରୀ ସୋରାଜ ସାହୁ, ଟ୍ୟାକ୍ସ କଲେକ୍ଟର ଏବଂ ଶ୍ରୀ ଦିଲୀପ କୁମାର ପଟ୍ଟନାୟକ, ଫିଲ୍ଡ ଇନ୍ସପେକ୍ଟର।
ଏହି ଅବସରରେ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଲୀକା ସାହୁ , ନିର୍ବାହୀ ଅଧିକାରୀ, କାଉନସିଲର ଏବଂ କର୍ମଚାରୀ ମାନେ ଉପସ୍ଥିତ ରହି ଅବସରପ୍ରାପ୍ତ କର୍ମଚାରୀମାନଙ୍କର କର୍ମନିଷ୍ଠା ଓ ଜନସେବା ପ୍ରତି ସମର୍ପଣକୁ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ସୁସ୍ଥ, ସୁଖମୟ ଓ ଦୀର୍ଘାୟୁ ଅବସର ଜୀବନ କାମନା କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like