-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ

30-Jun-2026



 ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରରେ ଏବେ ବିହାରୀ ଜଣେ ବାବୁ ଙ୍କ ଦାଦାଗିରି ଦେଖିବାକୁ ମିଳିଛି। କଣ୍ଟାବାଞ୍ଜି ସହରର ଇନ୍ଦ୍ର ଛକ ନିକଟରେ ଥିବା ଲାଇସେନ୍ସ ଧାରୀ ମଦ ଦୋକାନ କୁ ଜଣେ ଗ୍ରାହକ ମଦ କିଣିବା ପାଇଁ ଯାଇଥିଲେ। ସେହି ମଦ ଦୋକାନ ରେ କାମ କରୁଥିବା ବିବାହ ରାଜ୍ୟ ର ଜଣେ ତାଙ୍କୁ ୨୦୨୨ ମସିହାର ମଦ ଦେବା ପରେ ସେ ସ୍ୱର ଉତ୍ତୋଳନ କରିବା ପରେ ସେହି ମଦ ଦୋକାନ ର ମେନିଜର ଏବଂ ଅନ୍ୟ କର୍ମଚାରୀ ମାନେ ମିଶି କଣ୍ଟାବାଞ୍ଜି ସହର ର ନୂଆପଡ଼ା ବାସିନ୍ଦା ପୁରୁନ ହାତୀ ଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ଯାହାଫଳରେ ଯୁବକ ଙ୍କ ମୁଣ୍ଡରେ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ଏନେଇ ଆକ୍ରମଣ ଶିକାର ଯୁବକ ଜଣକ କଣ୍ଟାବାଞ୍ଜି ଥାନା ର ଦ୍ୱାରସ୍ଥ ହୋଇ ସଂପୃକ୍ତ ଲାଇସେନ୍ସ ଧାରୀ ମଦ ୧ ର ମେନିଜର ଏବଂ ଅନ୍ୟ କର୍ମଚାରୀ ମାନଙ୍କୁ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାର କରି କେସ ନଂ ୦୧୨୨|୨୬ ରେ ପୋଲିସ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରିଥିଲା। ହେଳେ ସଂପୃକ୍ତ କଣ୍ଟାବାଞ୍ଜି ଲାଇସେନ୍ସ ଧାରୀ ମଦ ୧ ର ମେନିଜର ଓ ଅନ୍ୟ କର୍ମଚାରୀ ଙ୍କ ସହ ତଦନ୍ତ ଦାଇତ୍ୱ ଥିବା ପୋଲିସ ଅଧିକାରୀ ମିଶି ଆକ୍ରମଣ ଶିକାର ଯୁବକ ଙ୍କୁ ଟଙ୍କା ପ୍ରଲୋଭନ ଦେଖାଇ ଘଟଣା ଚାପି ଦେବାକୁ ଉଦ୍ୟମ କରିଥିବା ଜଣାପଡ଼ିଛି।‌ ଅନ୍ୟପକ୍ଷରେ ଆକ୍ରମଣ ଶିକାର ଯୁବକ ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଜଟିଳ ଥିବା ବେଳେ ସେ ବର୍ତ୍ତମାନ ଡାକ୍ତରଖାନା ରେ ଭର୍ତ୍ତି ରହିଛନ୍ତି। ସେପଟେ ଲାଇସେନ୍ସ ଧାରୀ ମଦ ଦୋକାନ ରେ କାମ କରିବାକୁ ଆସିଥିବା ବିବାହ ରାଜ୍ୟ ର ଯୁବକ ମାନଙ୍କ ଆଗ୍ରହ ଙ୍କ ପ୍ରତି ଏହିଭଲି ଦାଦାଗିରି ଙ୍କୁ ସାଧାରଣ ରେ ନା ପସନ୍ଦ କରାଯାଉଛି। କାହିଁକି ନାଁ ଆଗକୁ କଣ୍ଟାବାଞ୍ଜି ସହର ଲାଇସେନ୍ସ ଧାରୀ ମଦ ଦୋକାନ ଗୁଡିକ ଲାଇସେନ୍ସ ନବୀକରଣ ହୋଇଛି ପୁଣି ବିବାହ ଅନ୍ୟ ଯୁବକ ମାନେ ମଦି ମଦ ବିକ୍ରି କରିବାକୁ ଆସିବେ ଏବଂ ବେଆଇନ କାର୍ଯ୍ୟ କଲେ ସ୍ବର‌ ଉଠାଇ ବା ଲୋକଙ୍କୁ ଯଦି ଆକ୍ରମଣ କରି ତେବେ ତାହା ଖୋଲି ଭାଲ କଣ ଏହା ତାହା ଓଡ଼ିଆ ଅସ୍ମିତା ପ୍ରତି ଆକ୍ରମଣ ବୋଲି ବୃଦ୍ଧିଜୀବି ମତ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ରେ ଯୁବକ ଙ୍କୁ ଆକ୍ରମଣ ଅଭିଯୋଗ ରେ ମଦ ଦୋକାନ କର୍ମଚାରୀ ବିରୋଧରେ ଆପିସି ୨୯୬,୧୧୫(୨),୩୫୧(୩),୩(୫) ଭଲି ସଂଗିନ ଦଫା ରେ ମାମଲା ରୁଜୁ ହୋଇଥିଲା ବେଳେ ପୋଲିସ ତାଙ୍କୁ କାହିଁକି ଗିରଫ କରୁ ନାହଁ ବୋଲି ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ତେବେ ବଲାଙ୍ଗୀର ଏସପି ଏହା ଉପରେ ହସ୍ତକ୍ଷେପ କରିବାକୁ ଦାବି ହେଉଛି।(ରିପୋର୍ଟ : ମୋହନ ସୁନା) 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like