-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

*ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ

01-Jul-2026



କଟକ: କଟକ ଜିଲ୍ଲାର ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦ୍ଯେଶ୍ବର ଗ୍ରାମର ବାବା ଶ୍ରୀ ଶ୍ରୀ ବୈଦ୍ଯେଶ୍ବର ଶିବ ମନ୍ଦିର ପ୍ରାଙ୍ଗଣରେ, ଶଶିଭୂଷଣ ବିଶ୍ୱାଳ ଓ କୁଲୁ ବସ୍ତି ଙ୍କ ଆହ୍ବାନରେ ବୈଦ୍ଯେଶ୍ବର ଗ୍ରାମର ଗ୍ରାମବାସୀ ମାନଙ୍କୁ ନେଇ ଆଦିତ୍ୟ ବାହିନୀର "ତ୍ରୀକୂଟ ଶାଖା"ନାମରେ ନୂତନ ଶାଖା ଗଠନ ।

ଶାଖା ଗଠନ ପାଇଁ ପୁରୀ ଗୋବର୍ଦ୍ଧନ ପୀଠର ପୀଠାଧୀଶ ଅନନ୍ତ ଶ୍ରୀ ବିଭୂଷିତ ଶ୍ରୀମଦ୍ ଜଗଦ୍ ଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ଶ୍ରୀନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜଙ୍କ କରକମଳରେ ପ୍ରତିଷ୍ଠିତ "ପୀଠ ପରିଷଦ ଅନ୍ତର୍ଗତ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ"ର ରାଜ୍ୟ ଅଧ୍ୟକ୍ଷ ପଣ୍ଡିତ ମାତୃ ପ୍ରସାଦ ମିଶ୍ରଜୀ, ରାଜ୍ୟ ମହାମନ୍ତ୍ରୀ କୁମାର ସତ୍ୟଜିତ ବେଜ, ରାଜ୍ୟ ସଂଗଠନ ସମ୍ପାଦକ ଶୁଭେନ୍ଦୁ ସ୍ୱାଇଁ, ଦେବେନ୍ଦ୍ର ସାମଲ, ପ୍ରାକ୍ତନ ରାଷ୍ଟ୍ରୀୟ ମହାମନ୍ତ୍ରୀ ଆଦିତ୍ୟ ବାହିନୀ ସୁରେଶ ବ୍ରହ୍ମଚାରୀ,ପୂର୍ବ ବିଭାଗର ସମ୍ପର୍କ ସଚିବ ବାହୁବଳେନ୍ଦ୍ର ମଲ୍ଲିକ,ପୂର୍ବ ବିଭାଗର ସଂଗଠନ ସଚିବ ଲିଙ୍ଗରାଜ ପତି,ମାନସ ରଞ୍ଜନ ପଣ୍ଡା,ମାନସ ରଞ୍ଜନ ସ୍ବାଇଁ, ଉପସ୍ଥିତିରେ ଏହି ଶାଖାକୁ ବିଧିବଦ୍ଧ ଭାବେ ସ୍ବିକୃତି ପ୍ରଦାନ କରାଗଲା । ପଣ୍ଡିତ ମିଶ୍ରଜୀଙ୍କ ପ୍ରେରଣା ଦାୟକ ଅଭିଭାଷଣ   ମାଧ୍ୟମରେ ଉପସ୍ଥିତ ଥିବା ଶତାଧିକ ଗ୍ରାମବାସୀ ଅତ୍ୟନ୍ତ ଅଭିଭୂତ ହୋଇଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like