-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*

01-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ଏବଂ ସଂସ୍କୃତି ମନ୍ତ୍ରାଳୟ, ଭାରତ ସରକାର, ନୁଆଁଦିଲ୍ଲୀ ସହଯୋଗରେ ଗଂଗାଧର ମେହେର ଉଚ୍ଚ ବିଦ୍ୟାଳୟ, ସାଗରପାଲି ଠାରେ ଗୁରୁ ଶିଷ୍ୟ ପରମ୍ପପରା ରିପେର୍ଟୋରୀ ଅନୁଦାନ ଅଧିନରେ ଏକ ସାରସ୍ୱତ ସାଂସ୍କୃତିକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ““ପାରମ୍ପରିକ ଲୋକକଳା: ସରମଙ୍ଗଲା”  ଶୀର୍ଷକରେ ଗଂଗାଧର ମେହେର ଉଚ୍ଚ ବିଦ୍ୟାଳୟ, ସାଗରପାଲି ର ପ୍ରଧାନ ଶିକ୍ଷକ ଶ୍ର୍ରୀଯୁକ୍ତ ପ୍ରସନ୍ନ କୁମାର ସାହୁ ଙ୍କ ଅଧ୍ୟକ୍ଷତା ରେ ଏ କାର୍ଯ୍ଯ କ୍ରମ ଅନୁଷ୍ଠିତ ହୋଇଥିଲା ।  ଏହି ସୋପାନରେ କବି ତଥା ଲେଖକ ବରିଷ୍ଠ ଶିକ୍ଷକ ଶ୍ରୀ ବନବାସ ମେହେର ମୁଖ୍ୟ ଆଲୋଚକ ଭାବରେ ଯୋଗଦାନ କରି ସରମଙ୍ଗଲା ଲୋକକଳା ଜୀବନ ଭିତରେ କଳାର ରସ ସିକ୍ତ ତରଙ୍ଗ ମନ ଓ ହୃଦୟରେ ଉଦ୍‌ବେଳନ ସୃଷ୍ଟିକରେ; ଜୀବନ ଧାରାକୁ ସହଜ, ସୁନ୍ଦର ମଧୁମୟ କରିବାରେ କଳା ହୁଏ ପ୍ରେରଣାର ଉତ୍ସ । ଜୀବନ ଓ ଜୀବିକା କ୍ଷେତ୍ରରେ କଳାର ମହତ୍ତ ତଥା ବଳିଷ୍ଟ ଯୋଗଦାନ ଅନସ୍ୱୀକାର୍ଯ୍ୟ  ବୋଲି ନିଜର ବକ୍ତବ୍ୟରେ କହିଥିଲେ । ପ୍ରଥମେ ନୃତ୍ୟ ନିର୍ଦ୍ଦେଶକ ତଥା ଲୋକକଳା ଗବେଷକ ଗୁରୁ ଚୌଧୁରୀ ବିଭାର  “ପାରମ୍ପରିକ ଲୋକକଳା: ସରମଙ୍ଗଲା”  ଶୀର୍ଷକ ଏକ ସୁନ୍ଦର ପ୍ରବନ୍ଧ  ଉପସ୍ଥାପନା କରିଥିଲେ । ଲୋକ କଳାକାର ମାନଙ୍କର କଳା ଜୀବନକୁ ସୁଶୃଙ୍ଖଳିତ ତଥା ରସମୟ କରେ । କଳା ବ୍ୟତିରକେ ଜୀବନ ନିରଳସ । କଳା ତ ମନୋରଂଜନ ପ୍ରଦାନ କ୍ଷେତ୍ରରେ ଏକ ମାଧ୍ୟମ ଏବଂ ସୌନ୍ଦର୍ଯ୍ୟ କରିଥାଏ ବୋଲି ଶ୍ରୀଯୁକ୍ତ ପ୍ରସନ୍ନ କୁମାର ସାହୁ ତାଙ୍କ ସଭାପତିତ୍ୱ ବକ୍ତବ୍ୟରେ କହିଥିଲେ । ଶିକ୍ଷାନୁଷ୍ଠାନର ଶତାଧିକ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ । ପଏଁରୀ ଅନୁଷ୍ଠାନ ଏହି ସୁନ୍ଦର କାର୍ଯ୍ୟକ୍ରମକୁ ଭୁରି ଭୁରି ପ୍ରସଂଶା କରିଥିଲେ ।  ଶେଷରେ ଶିକ୍ଷାନୁଷ୍ଠାନର କ୍ରୀଡା ଶିକ୍ଷକ ଶ୍ରୀ ଉମେଶ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ଦୁଇ ଜଣ ଛାତ୍ର ଶ୍ରୀ ଲକି ମେହେର ଓ ଶ୍ରୀ ହରିପାଲ ବାବୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like