-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||     

HOME   ଜିଲ୍ଲା

ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।

01-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ଗତକାଲି ମଙ୍ଗଳବାର ବିଳମ୍ବିତ ରାତିଠାରୁ ପବନ ଘଡ଼ଘଡ଼ି ସହ ମୂଷଳଧାରାରେ ବର୍ଷା ଲାଗି ରହିଛି ।୧୨ଘଣ୍ଟା ହେଲା ଅନବରତ ଭାବେ ବର୍ଷା ହେଉଥିବାରୁ ଘରୁ ପଦାକୁ କେହି ବାହାରି ପାରୁ ନାହାନ୍ତି।ଫଳରେ ରାସ୍ତା ଘାଟ ପୂରାପୂରି ଶୂନଶାନ ହୋଇପଡିଛି ।ଚଳିତ ଗ୍ରୀଷ୍ମ ଋତୁରେ ଖରା ତାତି ଓ ଗୁଲୁଗୁଲିର ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ବିନିକା ବାସୀ ବର୍ଷା ଯୋଗୁଁ  ଉତ୍ତପ୍ତ ମାଟି ଶୀତଳ ପରେ ଟିକିଏ ଆସ୍ବସ୍ଥି ପାଇଥିବା ଜଣାପଡ଼ିଛି।ସେହିପରି ଅନ୍ୟ ପକ୍ଷରେ ଚଳିତ ଖରିଫ ଚାଷ ଆରମ୍ଭ ପାଇଁ ଚାଷୀ ମନରେ ଆଶା ସଞ୍ଚାର ବଢିଛି ।ବର୍ଷା ଯୋଗୁଁ ବିଭିନ୍ନ ରାସ୍ତା ଗୁଡିକରେ ପାଣିର ଢେଉ ଖେଳୁଥିବା ଦେଖିବାକୁ ମିଳିଛି। ତେବେ ବହୁଦିନରୁ ଚାଷୀ ବର୍ଷାକୁ ଚାତକ ପରି ଅନେଇ ରହିଥିବା ବେଳେ ଗତକାଲି ଠାରୁ ଲାଗି ରହିଥିବା ଅନବରତ ବର୍ଷା ଚାଷୀ ମନରେ ନୂଆ ଆଶା ଉଦ୍ଧିପନା ସୃଷ୍ଟି କରିଛି ।କାରଣ ପ୍ରାକୃତିକ ବିପର୍ଯ୍ଯୟ ସମସ୍ୟା ହେଉ ଅବା ଟୋକନ କି ଧାନ ବିକ୍ରି ସମସ୍ୟା ହେଉ ସବୁଥିରେ ଚାଷୀ କଷ୍ଟ ସହିବାକୁ ପଡୁଛି।ହେଲେ ଏଥର ଆରମ୍ଭରୁ ବର୍ଷାକୁ ନେଇ ଚାଷୀ ମନରେ ଅମଳ ଆଶା ଅଧିକ ହେବ ବୋଲି ଆଶଙ୍କା ପ୍ରକାଶ ପାଇଛି।ତେବେ ମଧ୍ୟରାତ୍ରିରୁ ମୂଷଳଧାରାରେ ବର୍ଷା ଓ ଘଡଘଡି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି ।କିଛି ସ୍ଥାନରେ  ପାଣି ନିଷ୍କାସନ ହେଉ ନଥିବାରୁ ଗମନାଗମନରେ ଅସୁବିଧା ସୃଷ୍ଟି କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026

You Might Also Like