-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||     

HOME   ଜିଲ୍ଲା

୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ 

01-Jul-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ମାଲକାନଗିରି ପୌରପରିଷଦ ଅଧିନସ୍ଥ ୧୧୯ କଲୋନୀର ଦୁଇଟି ନର୍ଦ୍ଦମା ସଂଯୋଗ ହୋଇ ଜଣେ ଫରେଷ୍ଟର ଏବଂ ଜଣେ ଓକିଲ ଘର ମଧ୍ଯ ଭାଗ ଦେଇ ଏକ ମୁଖ୍ୟ ନର୍ଦ୍ଦମା ଯାଇଥିବା ବେଳେ ଏହା ମାଟି ଓ ଆବର୍ଜନା ଯୋଗୁଁ ପୋତି ହୋଇଯାଇଛି। ବର୍ଷା ଋତୁରେ ଏହି ନର୍ଦ୍ଦମା ପାଣି ବିଶେଷ କରି ପାର୍କ ଲାଇନ୍ ପାର୍ଶ୍ୱ ଦେଇ ନିସ୍କାସନ ହୋଇ ବିଲକୁ ଯାଇଥାଏ। ବର୍ଷ ବର୍ଷ ଧରି ଏହି ନର୍ଦ୍ଦମାଟି ମୁକ୍ତ ହୋଇ ରହିଥିବା ବେଳେ ନିର୍ମାଣ ନ ହେବା ଯୋଗୁଁ ଦୁଇ ପାର୍ଶ୍ଵର ମାଟି ବର୍ଷା ଋତୁରେ ଧସି ପୋତି ହୋଇଯାଉଛି। ବର୍ଷମାନ
ବର୍ଷା ଋତୁ ଆଗମନ ସତ୍ବେ ଏହା ନିର୍ମାଣ ନ ହେବା ଯୋଗୁଁ ନର୍ଦ୍ଦମାଟି
ମାଟି ଦ୍ଵାରା ଅବରୋଧ ହୋଇ ପଡ଼ିଛି। ଗତ ବର୍ଷ ବର୍ଷା ଆଗମନ ପୂର୍ବରୁ ଗଣମାଧ୍ୟମରେ ଏହି ଖବର ପ୍ରକାଶିତ ହୋଇଥିଲା ବେଳେ ବର୍ତ୍ତମାନର ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ତେବେ ସୂଚନା ପାଇ ନର୍ଦ୍ଦମାରୁ ଅଳିଆ ଆବର୍ଜ୍ଜନା ସଫା ହୋଇଥିଲେ ମଧ୍ୟ ବର୍ଷ ତମାମ ଏହି ନର୍ଦ୍ଦମା ଟିକୁ ନିର୍ମାଣ କରା ଯାଇ ନାହିଁ। ପୁନଶ୍ଚ ଏହି ନର୍ଦ୍ଦମା ଟି ଗୁଳ୍ମ ଦ୍ବାରା ଅଛାଦିତ ହୋଇଥିବା ବେଳେ ଦୁଇ ପାର୍ଶ୍ଵର ମାଟି ଦ୍ଵାରା ଅବରୋଧ ହୋଇ ପଡ଼ିଛି। ବର୍ତ୍ତମାନ ବର୍ଷା ଆରମ୍ଭ ଯୋଗୁଁ ଏହି ନର୍ଦ୍ଦମାରୁ ଜଳ
ନିସ୍କାସନରେ ଅନ୍ତରାୟ ସୃଷ୍ଟି ହେଉଛି। ସେହି ପରି ପାର୍କ ଲାଇନ୍ ବସ୍ତିରେ ରାସ୍ତା ଘାଟ ଜରାଜୀର୍ଣ୍ଣ ଅବସ୍ଥାରେ ଥିବାରୁ ଏହାର ମରାମତି 
ହୋଇ ପାରୁ ନାହିଁ। ଏ ସମ୍ପର୍କରେ ଗତ ବର୍ଷ ଖବର ପ୍ରସାରଣ ହୋଇ
ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆ ଯାଇ 
ନାହିଁ। ଫଳରେ ଯାତାୟାତ ରେ ବାଧାପ୍ରାପ୍ତ ହେଉଛି। ଏଥି ପ୍ରତି ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦୃଢ଼ ଦାବି ହେଉଛି।
(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026

You Might Also Like