-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !

01-Jul-2026



କଟକ(ତପନ ମହାନ୍ତି)      କଟକ ସଦର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସରକାରୀ ଯୋଜନାରେ ବ୍ୟାପକ ଅନିୟମିତତା,ଦୁର୍ନୀତି ଓ କାର୍ଯ୍ୟାଳୟ ପରିସରରେ ସରକାରୀ କ୍ଵାଟର ଅପବ୍ୟବହାର ହେଉଥିବା ନେଇ ସୂଚନାଅଧିକାର କର୍ମୀ ଜିତେନ୍ଦ୍ର କୁମାର ସାହୁ ଆରଟିଆଇରେ ଏବାବଦରେ ତଥ୍ୟ ମାଗିଥିଲେ।ଧାର୍ଯ୍ୟ ସମୟସୀମା ମଧ୍ୟରେ ତଥ୍ୟ ନମିଳିବାରୁ ୨ଟି କେସରେ ପ୍ରଥମ  ଅପିଲ କରିଥିଲେ।ଅପିଲ ଶୁଣାଣୀ ଗତ ଜୁନ ୨୫ ଓ ଆସନ୍ତା ୩୦ତାରିଖରେ ଶୁଣାଣୀ କରିବା ପାଇଁ ଚିଠି କରିଥିଲେ। ଜୁନ ୨୫ତାରିଖ ଦିନ ଜିତେନ୍ଦ୍ର ପ୍ରଥମ  ଅପିଲ ଶୁଣାଣୀ ପାଇଁ କଟକସଦର ବିଡିଓ ଅଫିସ ଯାଇ ଅଫିସରେ ଫାଇଲ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ କେସ୍ ଶୁଣାଣୀ ସମ୍ପର୍କରେ ପଚାରିବା ବେଳେ କହିଥିଲେ ବିଡିଓ ନାହାଁନ୍ତି ଆଜି ଆରଟିଆଇରେ କିଛି ଦେଇ ହେବନାହିଁ ହଠାତ ଉତକ୍ଷିପ୍ତ ହୋଇ କାହିଁକି ଆରଟିଆଇ ମାଗି ଆମକୁ ହଇରାଣ କରୁଛ ଏହାପରେ ଜିତେନ୍ଦ୍ର ଉକ୍ତ କର୍ମଚାରୀଙ୍କ ପରିଚୟ ପଚାରିବାରୁ କହିଲେ ମୁଁ ବିକାଶ ପ୍ରଧାନ କିରାଣୀ ଅଛି କହି ବିକାଶ ଚୌକିରୁ ଉଠିଆସି ଜିତେନ୍ଦ୍ରଙ୍କୁ ପେଲିଦେଇ ଦୁର୍ବ୍ୟବହାର କରିବା ସହ ପାଖରେ ଏକ ଖାଲିଘରକୁ ବିକାଶ ଯାଇ ଜିତେନ୍ଦ୍ରଙ୍କୁ ଘରକୁ ଡାକିଥିଲେ ଜିତେନ୍ଦ୍ର ନଯିବାରୁ ତାଙ୍କୁ ଅଶ୍ଳୀଳ ଗାଳିଗୁଲଜ ସହ ଅଫିସ ଆସିଲେ ଚୋରି,ଜାତିଆଣ ମହିଳା ମିଥ୍ୟାକେସରେ ଫସାଇଦେବି ଏସମ୍ପର୍କରେ ଜିତେନ୍ଦ୍ର ଏବିଡିଓଙ୍କୁ ଜଣାଇବା ସହ ନିକଟସ୍ଥ ସିଆରଆରଆଇ ଥାନା,ରାଜ୍ୟ ସୂଚନା କମିଶନ, ବିଡିଓଙ୍କୁ ଲିଖିତ ଜଣାଇବା ସହ ଜନଶୁଣାଣୀ ପୋର୍ଟାଲରେ ମୂଖ୍ୟମନ୍ତ୍ରୀ, ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗକୁ ଜଣାଇଛନ୍ତି।ଏହି ସ୍ଥାନରେ ଥିବା ସିସିଟିଭି ଓ ଉକ୍ତ ଦିନର ଉପସ୍ଥିତ ଅଧିକାରୀ, କର୍ମଚାରୀଙ୍କ ନାମ,୨୫ତାରିଖ ଘଟଣା ସ୍ଥାନର ସିସିଟିଭି ଫୁଟେଜ୍ ଆରଟିଆଇରେ ଜିତେନ୍ଦ୍ର କଟକସଦର ପଞ୍ଚାୟତ ସମିତି ଜନସୂଚନା ଅଧିକାରୀଙ୍କୁ ଆରଟିଆଇରେ ମାଗିଛନ୍ତି।
    ସୂଚନା ଥାଉକି ଦୁର୍ବ୍ୟବହାର କରିଥିବା ବିକାଶ ପ୍ରଧାନ ନାମକ ଯୁବକ ଗତ ମାର୍ଚ୍ଚ ମାସରୁ କାର୍ଯ୍ୟରୁ ଅବସର ନେବା ପରେ କଟକସଦର ପଞ୍ଚାୟତ ସମିତି କାର୍ଯ୍ୟାଳୟକୁ କେଉଁ ଆଦେଶ ବଳରେ ଅଫିସ କାର୍ଯ୍ୟ କରୁଛନ୍ତି ଏବଂ ଏହାକୁ ବିଡ଼ିଓ ପ୍ରତୀକ ସାହୁ ପ୍ରଶୟ ଦେଉଥିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।ଏହାଦ୍ୱାରା ସରକାରୀ କାଗଜପତ୍ର କେତେ ସୁରକ୍ଷିତ,ଏଥିରେ ଆଉକିଛି ମନ୍ଦ ଉଦ୍ଦେଶ୍ୟ ଥିବା ସେନେଇ ସନ୍ଦେହ ସୃଷ୍ଟି ହୋଇଛି। ସୂଚନାଅଧିକାର ଆଇନରେ ତଥ୍ୟ ନମିଳିବାରୁ ପ୍ରଥମ ଅପିଲ ଶୁଣାଣୀ ତାରିଖ ପାଇଁ ଚିଠିକରି ଅପିଲ ଶୁଣାଣୀ ପାଇଁ ଡକାଇ ସରକାରୀ କାର୍ଯ୍ୟାଳୟରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର କରିବା ଘଟଣା ଏକ ନିନ୍ଦନୀୟ କଥା ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଓ ନ୍ୟାୟ, ସୁରକ୍ଷା ଦାବୀ କରିଛନ୍ତି ଜିତେନ୍ଦ୍ର।


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like