-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ

01-Jul-2026



ନବରଙ୍ଗପୁର:-(ପ୍ରିୟଦର୍ଶିନୀ ପାତ୍ର)
 ଡାବୁଗାଁ ରେ ଜିଲା କଂଗ୍ରେସ ଡାକରାରେ ପୁସ୍ତକ ବିଭ୍ରାଟ କୁ ନେଇ 12ଘଣ୍ଟିଆ ବନ୍ଦ ପାଳନ ହୋଇଛି । ଏହି ବର୍ଷ ଛାତ୍ର ଛାତ୍ରୀ ଙ୍କ ପାଇଁ ଛପା ଯାଇଥିବା ପାଠ୍ୟ ପୁସ୍ତକ ରେ ବହୁ ମାତ୍ରାରେ ଭୁଲ ପାଠ ଲେଖାଯାଇଛି । ଯାହାଫଳରେ ଛାତ୍ର ଛାତ୍ରୀ ଙ୍କ ଶିକ୍ଷ୍ୟା ଉପରେ ବହୁତ ପ୍ରଭାବ ପକାଇବ ତେଣୁ ପୁସ୍ତକ ବିଭ୍ରାଟ କୁ କେନ୍ଦ୍ର କରି ନବରଙ୍ଗପୁର ଜିଲ୍ଲା କଂଗ୍ରେସ ଡାକରାରେ ଡାବୁଗାଁ ଠାରେ ବନ୍ଦ ପାଳନ ହେଲା। ଏହି ଆନ୍ଦୋଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ପାଠ୍ୟ ପୁସ୍ତକ ବିଭ୍ରାଟ ଯୋଗୁଁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି । ଏହି ବନ୍ଦ ପାଳନ ଯୋଗୁଁ ଡାବୁଗାଁ ଠାରେ ଅନେକ ଗାଡ଼ିମୋଟର ଅଟକି ରହିବା ସହ ସମୂର୍ଣ୍ଣ ଦୋକାନ ବଜାର ବନ୍ଦ ହୋଇଥିବା ଦେଖାଯାଇଛି । ଯାହା ଫଳାରେ ଯାତାୟତ କରୁଥିବା ଲୋକେ ହନ୍ତସନ୍ତ ହେଇଥିଲେ । ଏହି ବନ୍ଦ ପାଳନ ସମୟରେ ଡାବୁଗାଁ ବ୍ଳକ୍ କଂଗ୍ରେସ ସଭାପତି ଜି. ସାଇ ରାଜୁ, ଜୋନ ୧ ସଭାପତି ପ୍ରକାଶ ଚନ୍ଦ୍ର ପଣ୍ଡା, ଜୋନ ୨ ସଭାପତି ବଂଶୀଧର ମାଝୀ, ବୋରୀଗାଁ ସରପଞ୍ଚ ଶୁକ୍ରୁ ଭତ୍ରା, ଚଇତୁ କଲାର, ଶସିଧର ମାଝୀ ,  ପ୍ରମୂଖ କଂଗ୍ରେସ କର୍ମୀ ଉପସ୍ଥିତ ରହି ରାସ୍ତା ରୋକ କରିଥିଲେ । ନିୟନ୍ତ୍ରଣ ପାଇଁ ଡାବୁଗାଁ ପୋଲିସ ସଜାଗ ରହିଥିବା ଦେଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like