-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ଜିଲ୍ଲା

ଆଇନ ସଚେତନତା ଶିବିର

01-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗୀରର ଅଧ୍ୟକ୍ଷ ତଥା ଜିଲ୍ଲା ଜଜ୍ ଶ୍ରୀଯୁକ୍ତ ହିରନମୟ ବିଶୋଇଙ୍କ ଅନୁମତି କ୍ରମେ ତା. ୩୦.୦୬.୨୦୨୬ ରେ ସୁଦାମ ଚରଣ ମହାବିଦ୍ୟାଳୟ, ଚନ୍ଦନଭାଟି, ବଲାଙ୍ଗୀର ଠାରେ POCSO, JJCPC Act, NALSA ପୀଡ଼ିତ କ୍ଷତିପୂରଣ ଯୋଜନା ଏବଂ ଆଶା ଯୋଜନା ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଆଇନ ସଚେତନତା ଶିବିରରେ ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗୀର ଶ୍ରୀଯୁକ୍ତ ପବିତ୍ରାନନ୍ଦ ପ୍ରଧାନ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ୧୮ ବର୍ଷରୁ କମ ବୟସର ସମସ୍ତ ଶିଶୁଙ୍କୁ ଯୌନ ନିର୍ଯାତନା ଏବଂ ଅଶ୍ଳୀଳ ଶୋଷଣରୁ ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଆଇନ ଯଥା POCSO ଏବଂ କିଶୋର ନ୍ୟାୟିକ ନିୟମାବଳୀ, JJCPC ଅଧିନିୟମ ଉପରେ ଆଲୋକପାତ କରିଥିଲେ ତତ୍‌ସହିତ ଶିଶୁର ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ନାଗରିକମାନଙ୍କର କର୍ତ୍ତବ୍ୟ ଉପରେ ଗୁରୁତ୍ଵାରୋପ କରିଥିଲେ । ଏଥିରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ସଭ୍ୟ ଅରୁଣ ଖୁଆସ ଯୋଗଦେଇ ଶିଶୁଙ୍କ ଉଦ୍ଦେଶ୍ୟ ସରକାରଙ୍କର ବିଭିନ୍ନ ବିଭାଗର ଜନ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହି ଶିବିରକୁ ପରିଚାଳନା କରୁଥିଲେ ଉକ୍ତ କଲେଜର ଅଧ୍ୟକ୍ଷ ଅଶୋକ କୁମାର ପଣ୍ଡା ଏବଂ ସର୍ବଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ଶ୍ରୀମତି ଫୁଲମଣି ବୁଦ । ଏଥିରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like