-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ରାଜ୍ୟ

ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ

01-Jul-2026



ବଲାଙ୍ଗୀର (ପ୍ରେରଣା ଖବର): ଆଜି ନିଶା ସେବନ ଯୁବ ସମାଜକୁ କବଳିତ କରିଛି। ନିଶା ଖୋର ମାନେ ସମାଜରେ ନାନାଦି ବିଶୃଙ୍ଖଳା ସୃଷ୍ଟି କରିବା ସହ ଏଥିରେ ଅନେକ ଧନଜୀବନ ନଷ୍ଟ ହେଉଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀରକୁ ଏକ ସୁସ୍ଥ, ସୁନ୍ଦର ଓ ନିଶାମୁକ୍ତ ସମାଜ ଭାବେ ଗଢ଼ି ତୋଳିବାର ଲକ୍ଷ୍ୟ ନେଇ ବଲାଙ୍ଗୀର ଟାଉନ୍ ପୋଲିସର ଉଦ୍ୟମରେ ବଲାଙ୍ଗୀରର ବୁଦ୍ଧିଜୀବୀ, ସଚେତନ ନାଗରିକ ଓ ବିଭିନ୍ନ ସାମାଜିକ ସଂଗଠନ ମାନଙ୍କୁ ନେଇ  ନିଶା ମୁକ୍ତ ଓଡ଼ିଶା ଅଭିଯାନର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ଟାଉନ ଥାନା ପରିସରରେ ଅନୁଷ୍ଠିତ ଏହି ସଚେତନତା ବୈଠକରେ  ନିଶା ସେବନ ଯୋଗୁଁ ବିପଥଗାମୀ ହେଉଥିବା ସମାଜକୁ କିପରି ଏହାଠାରୁ ଦୁରେଇ ରଖା ଯାଇ ପାରିବ, ସେ ବିଷୟରେ ଆଲୋଚନା ହୋଇଥିଲା। ନିଶା ସେବନକୁ ବନ୍ଦ କରିବା ସହ ବଲାଙ୍ଗୀରକୁ ନିଶାମୁକ୍ତ ସହର ଭାବରେ ଗଢି ତୋଳିବା ନେଇ ସମସ୍ତେ ଏକ ଶପଥ ପାଠ  କରିଥିଲେ। ସମାଜରେ ଘଟୁଥିବା ଅଧିକାଂଶ ଅସାମାଜିକ କାର୍ଯ୍ୟକଳାପ ପଛରେ ଏହି ନିଶା କାରବାରକୁ ହିଁ ଦାୟୀ କରାଯାଇପାରିବ। ସହରରେ ଗଢି ଉଠୁଥିବା ମାଳମାଳ ମଦ ଦୋକାନ ମାନଙ୍କ ଉପରେ ସରକାର କଟକଣା ଜାରି କଲେ ନିଶା କାରବାରକୁ କିଛିକାଂଶରେ ରୋକା ଯାଇ ପାରିବ ବୋଲି ଅତିଥି ମାନେ କହିଥିଲେ। ବଲାଙ୍ଗୀର ଟାଉନ ଥାନା ଇନିସ୍ପେକ୍ଟର ବସନ୍ତ ପାତ୍ର, ଏସ ଆଇ ଚର୍ଚ୍ଚିଲ ମହାପାତ୍ର, ଏ ଏସ ଆଇ ଶ୍ରୀ ଡି. ଏନ ଷଡ଼ଙ୍ଗୀ ଏବଂ ମମତା ପ୍ରଧାନ ପ୍ରମୁଖ ସମାଜ ଉପରେ ନିଶା ସେବନର

 

କୁପ୍ରଭାବ ସମ୍ପକରେ ବୁଝାଇବା ସହ ଏହାକୁ ରୋକିବା ଦିଗରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏହି ବୈଠକରେ 
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ମନୋରଞ୍ଜନ ସାହୁ, ଇଂ ବେଲାର ସିଂ ଭୋଇ, ସ୍ୱରୂପା ରାଣୀ ଠାକୁର, କପିଳେଶ୍ୱର ଖମାରୀ ବଲାଙ୍ଗୀର ବ୍ରାହ୍ମଣ ସମାଜ, ବଲାଙ୍ଗୀର ନାଗରିକ କମିଟିର ଧର୍ମବ୍ରତ ରଥ, ଗୋପବନ୍ଧୁ ପୁରୋହିତ, ଅବସରପ୍ରାପ୍ତ ଡି ଏସ ପି ଦୁର୍ଗା ପ୍ରସାଦ ହୋତା ପ୍ରମୁଖ ଯୋଗ ଦେଇ ପୋଲିସର ନିଶା ମୁକ୍ତ ଓଡ଼ିଶା ଅଭିଯାନକୁ ପ୍ରଶଂସା କରିବା ସହ ବଲାଙ୍ଗୀରକୁ ଏକ ନିଶା ମୁକ୍ତ ସହର ଭାବରେ ଗଢିବା ପାଇଁ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like