-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ

01-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର OMSA ଶାଖା ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ୩୦ ତାରିଖ ମଙ୍ଗଳବାର ଦିନ ୧୨.୩୦ ଟା ବେଳେ ଏକ ଜରୁରୀକାଳୀନ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଓଡ଼ିଶା ମେଡିକାଲ ସର୍ଭିସ ଏସୋସିଏଶନ (ଓମସା) ର ନିଷ୍ପତ୍ତି କ୍ରମେ ସାରା ଓଡ଼ିଶାରେ ଆଜିଠୁ ୧ ଜୁଲାଇରୁ ୧୦ ଦଫା ଦାବୀ ନେଇ ଡାକ୍ତର ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ । ସରକାର ତାଙ୍କର ୧୦ ଦଫା ଦାବୀ ପୂରଣ କରି ନ ଥିବାରୁ ସେମାନେ ଏହି ଆନ୍ଦୋଳନ ପାଇଁ ନିଷ୍ପତି ନେଇଥିବା ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛି ସଂଘ । ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ୧ ଜୁଲାଇ (ବୁଧବାର) ସମସ୍ତ ସରକାରୀ ଡାକ୍ତରଖାନାରେ ମେଡିକାଲ ସେବା ବନ୍ଦ ରହିବ ବୋଲି ଓମସା ସୋନପୁର ଶାଖା ନିଷ୍ପତ୍ତି ନେଇଛି । ସଂଘର ଜିଲ୍ଲା ସାଧାରଣ ସମ୍ପାଦକ ଡା. ମାନସ ନାଏକ ତାଙ୍କ ଦାବୀ ପ୍ରମୁଖ ଉପସ୍ଥାପନ କରି କହିଥିଲେ ଯେ 
ସମସ୍ତ ସରକାରୀ ଡାକ୍ତରଖାନାରେ ଡାକ୍ତର ସୁରକ୍ଷା ଆଇନକୁ କଡାକଡି ଲାଗୁ କରିବା, ଡାକ୍ତରମାନଙ୍କୁ କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ କରିବା, ଖାଲି ପଡିଥିବା ଡାକ୍ତର ପଦବୀ ତୁରନ୍ତ ପୂରଣ କରିବା ଓ ଅତିରିକ୍ତ କାର୍ଯ୍ୟଭାର ହ୍ରାସ କରିବା, ଜରୁରୀକାଳୀନ ଓ ରାତ୍ରିକାଳୀନ ଡ୍ୟୁଟି ଭତ୍ତା ବୃଦ୍ଧି କରିବା ଇତ୍ଯାଦି ଦାବୀ ପୂରଣ ପାଇଁ ସଂଘ ଦାବି କରୁଛି। ଏ ନେଇ ସଂଘ ପକ୍ଷରୁ ୧ ବର୍ଷ ଉପରେ ହେବ ସଚିବଙ୍କ ସହିତ ପର୍ଯ୍ୟାୟରେ ଆଲୋଚନା ହୋଇଆସୁଛି କିନ୍ତୁ ସରକାର ଆଜି ପର୍ଯ୍ୟନ୍ତ ଗୋଟିଏ ବି ଦାବି ପୂରଣ କରିନାହାନ୍ତି । ସୁବର୍ଣ୍ଣପୁର ଜିଲାରେ ପ୍ରାୟ ୯୦ରୁ ଊର୍ଦ୍ଧ ଡାକ୍ତର ଏହି ଆନ୍ଦୋଳନରେ ସାମିଲ ହେବେ ବୋଲି ସୂଚନା ଦେଇଥିଲେ । ଏହି ସମ୍ମିଳନୀରେ ଡା. ରମେଶ ଚନ୍ଦ୍ର ସ୍ବାଇଁ, ଡା. ନନ୍ଦ କିଶୋର ନାଏକ, ଆଶୁତୋଷ ମିଶ୍ର, ଆଦିତ୍ୟ କିପ୍ଲୋ, ମାନସ ଦାଶ, ରଶ୍ମି ରଞ୍ଜନ ହୋତା, ପୂଜାଶ୍ରୀ ମିଶ୍ର, ସମ୍ବିତ କୁମାର ମହାନ୍ତି, ସନ୍ତୋଷ ବିଭାର, ମାନସ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା