-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

01-Jul-2026



ବଲାଙ୍ଗୀର/ ସରକାରୀ ଅଫିସ ହେଉଛି ଲୋକଙ୍କ ପାଇଁ ଓ ସରକାରୀ କର୍ମଚାରୀ ହେଉଛନ୍ତି ଜନସାଧାରଣଙ୍କ ସେବକ। ସରକାରୀ ସ୍ତରରେ ଯାହା ସୁବିଧା ସୁଯୋଗ ରହିଛି ତାହାର ଲାଭ ଉଠାଇବା  ହେଉଛି ପ୍ରତ୍ୟେକ ବ୍ୟକ୍ତିଙ୍କ ମୌଳିକ ଅଧିକାର । ତେବେ ସରକାରୀ ଅଫିସକୁ ଯିବା ପାଇଁ ଜଣେ ବ୍ୟକ୍ତିଙ୍କୁ କେହି ବାରଣ କରି ପାରିବେ ନାହିଁ ।

 କିନ୍ତୁ ଏହାର ବ୍ୟତିକ୍ରମ ଦେଖାଯାଇଛି ବଲାଙ୍ଗୀର ତହସିଲ ଅଫିସରେ ।  
ସୁଚନା ଅନୁସୋର ଗତ କିଛି ଦିନ ତଳେ ବଲାଙ୍ଗୀର ତହସିଲ ରେ କାର୍ଯ୍ୟରତ ଦୁଇ ଜଣ ଓକିଲ ସଂଜୀବ କୁମାର ହୋତା ଏବଂ ଗୋବିନ୍ଦ ଚନ୍ଦ୍ର ମହାନ୍ତି ନିଜର ବୃତ୍ତିଗତ କାମରେ ତହସିଲଦାରଙ୍କ ପାଖକୁ ଯାଇଥିଲେ । ତେବେ କୌଣସି କାରଣରୁ ଓକିଲ ଓ ତହସିଲଦାରଙ୍କ ମଧ୍ୟରେ କଥାକଟାକଟି ହେବା ସହ ତହସିଲଦାର ମହୋଦୟ ଏହି ଓକିଲ ଦ୍ୱୟଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ । ଏହାପରେ ତହସିଲଦାର ଜଣକ ଉତକ୍ଷିପ୍ତ ହୋଇ ଦୁଇ ଓକିଲଙ୍କୁ  ଅଫିସ ଛାଡି ଚାଲିଯିବା ପାଇଁ ଆଦେଶ ଦେଇଥିଲେ । ସାମାନ୍ୟ ଯୁକ୍ତିତର୍କ ଘଟଣାର ଆପୋଷ ସମାଧାନ କରିବା ପରିବର୍ତ୍ତେ  ତହସିଲଦାର ଜଣକ ନିଜର ଅଫିସରଗିରି ଦେଖାଇ  ଏହି ଓକିଲ ଦ୍ୱୟଙ୍କୁ ତହସିଲଦାରଙ୍କ ଅଫିସଙ୍କୁ ପଶି ପାରିବେ ନାହିଁ ବୋଲି ଲିଖିତ ନିର୍ଦ୍ଦେଶ ଦେଇଥିଲେ । ଏପରିକି ବିନା ବକାଲତନାମା ରେ କୌଣସି କେଶ୍ ଦାଖଲ କରିପାରିବେ ନାହିଁ ଏବଂ ଅଫିସ ସମୟରେ ଅଫିସର କର୍ମଚାରୀ ମାନଙ୍କୁ କୌଣସି ଓକିଲ କାମରେ ବାଧା ସୃଷ୍ଟି କରିପାରିବେ ନାହିଁ ବୋଲି ଜିଲ୍ଲା ଓକିଲ ସଂଘକୁ ଏକ ଚିଠି ମଧ୍ୟ ପଠାଇ ଥିଲେ। ତେବେ ସରକାରୀ ଅଫିସ ହେଉଛି ଜନସାଧାରଣଙ୍କ ଅଫିସ । ସେମାନେ ତାଙ୍କ ଅଫିସ ସଂକ୍ରାନ୍ତୀୟ କାମ ପାଇଁ ଏହି ଅଫିସକୁ ଯିବା ଆସିବା କରିବେ କିମ୍ବା ନିଜ ହାରିଗୁହାରି ଜଣାଇ ପାରିବେ ।ତେବେ କେଉଁଁ ନ୍ୟାୟ ବଳରେ ତହସିଲଦାର ବାବୁ ଜଣକ ଏହି ଦୁଇ ଓକିଲଙ୍କୁ ତହସିଲଦାର ଅଫିସକୁ ପଶି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ତାହାକୁ ନେଇ ଦୃଢ଼ ଆପତ୍ତି ଓଠାଇଛନ୍ତି ଓକିଲ ମାନେ । ଏହି ଘଟଣାକୁ ସର୍ବସାଧାରଣ ରେ ସମୋଲାଚନା କରାଯାଇଥିବା ବେଳେ ଏହି ଦୁଇ ଓକିଲ ନିଜର ମାନବୀୟ ଅଧିକାର କ୍ଷୁର୍ଣ୍ଣ ହୋଇଥିବା ଅଭିଯୋଗ କରି ରାଜ୍ୟ ମାନବିକ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ । ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପାଇଁ ମାନବିକ ଅଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ଆଧାର କରି  ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଚିଠି ସଂଖ୍ୟା ୧୪୮୫୫ ମାଧ୍ୟମରେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ଏପରି ଅଭାବନୀୟ ଘଟଣାର ତଦନ୍ତ କରିବା ପାଇଁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like