-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ

02-Jul-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରେ ଚଳିତ ରବି ଋତୁରେ ୯ଟି ପ୍ୟାକ୍ସ ଓ ୨ ଟି ଏସଏଚଜି ମାଧ୍ୟ୍ୟମ ରେ ୨୫୪୮ ଚାଷୀ ଜୁନ ୩୦ତାରିଖ ସୁଦ୍ଧା ଧାନ ବିକିବାକୁ ପଞ୍ଜିକୃତ ହୋଇଥିଲେ | ସମୟ ଅବଧି ସରିଯାଇଥିଲେ ବି ଏପର୍ଯ୍ୟନ୍ତ ୨୫ ପ୍ରତିଶତ ଚାଷୀ ବଞ୍ଚିତ ଅଛନ୍ତି | ସରକାର ଆହୁରି ୩ ଦିନ ଅବଧି ବଢ଼ାଇଥିବା କହୁଥିବାବେଳେ ତାହା ପୋର୍ଟାଲ ରେ ସୋ କରୁନାହିଁ କି ମେସଜ ଆସିନଥିବା ମଣ୍ଡି କର୍ମଚାରୀ ଜଣାଇଛନ୍ତି | ଅନ୍ୟ ପକ୍ଷ ରେ ବ୍ଲକ ରେ ୧୦୦୦ ରୁ ଉର୍ଦ୍ଧ ଚାଷୀ ଙ୍କ ଜମି ପଟ୍ଟା ଅନୁଯାୟୀ ଯେତେ ପରିମାଣ ଆସିବା କଥା ଆସିନାହିଁ | ଦୁଇ ଏକର ଜମିରେ ୬ କ୍ଵଇଣ୍ଟାଲର ଟୋକନ ଆସିଥିବା ଉପରବାହାଲ ପଂଚାୟତ ବଡ଼ଫଟାମୁଣ୍ଡା ର ଚାଷୀ ଶେଷଦେବ ସାହୁ ଅଭିଯୋଗ କରିଛନ୍ତି | ଏନେଇ ବିଭାଗୀୟ ଅଧିକାରୀ ଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳ ପର୍ଯ୍ୟନ୍ତ ଜଣେଇଥିଲେ ସୁଦ୍ଧା ଫଳ ଶୂନ ବୋଲି ଚାଷୀ କହିଛନ୍ତି | ସମସ୍ତ ମଣ୍ଡିରେ ସାମାନ ସ୍ଥିତି ରହିଛି କୋଉଠି ଟାର୍ଗେଟ ନାହିଁ ତ ଆଉ କୋଉଠି ମିଲର୍ସ ଗାଡି ପଠାଉ ନାହାନ୍ତି ପ୍ରତ୍ୟେକ ମଣ୍ଡି ରେ ୩ ରୁ ୪ ହଜାର କ୍ଵିଣ୍ଟାଲ ପର୍ଯ୍ୟନ୍ତ ଧାନ କିଣିବାକୁ ବାକି ଅଛି ବୋଲି ପେକ୍ସ କର୍ମଚାରୀ କହୁଛନ୍ତି |ପୁଣି ବର୍ଷା ଲାଗି ରହି ଥିବାରୁ ଚାଷୀ ମଣ୍ଡି ରେ ଧାନ କୁ ପାଳ ଘୋଡାଇ ଚାହିଁ ବସିଛନ୍ତି | ଗତ ଖରିଫ ଋତୁ ପରି ସମସ୍ୟା ହେବ ବୋଲି ଚାଷୀ ଚିନ୍ତା ରେ ପଡିଛନ୍ତି | ଏଠାରେ ସୂଚନାଯୋଗ୍ୟ ଯେ ଗତ ଖରିଫ ଋତୁରେ ଜିଲ୍ଲା ରେ ୧୫ ଶହ ଚାଷୀ ଧାନ ବିକିବାରୁ ବଞ୍ଚିତ ହୋଇ ଥିଲେ | ଏ ସମସ୍ୟା ନେଇ ଆଜି ବ୍ଲକ ର ଗୋବର୍ଧନ ସାହୁ, ନିଧିପତି ପାତ୍ର, ମଧୁସୂଦନ ପାତ୍ର ସମୀର ସାହୁ, ସହଦେଵ ବିଶ୍ୱାଳ ଙ୍କ ସମେତ ବହୁ ଚାଷୀ ସିଏସଓ ଓ ଏଆରସିଏସ ଙ୍କ କାର୍ଯ୍ୟାଳୟ କୁ ଯାଇ ଦାବିପତ୍ର ପ୍ରଦାନ କରିଛନ୍ତି | ଏ ସମସ୍ୟା ପ୍ରତି ଗୁରୁତ୍ୱ ଦିଆ ଯାଇଛି ୩ ଦିନ ବଢ଼ି ଥିବା ଅବଧି ପୋର୍ଟାଲ ରେ ସୋ କଲାଣି, ଶୀଘ୍ର ମଣ୍ଡି ରୁ ଧାନ ଉଠାଇବାକୁ ମିଲର୍ସ ଙ୍କୁ ନିଁର୍ଧେଶ ଦିଆଯାଇଛି ନୁଆଁ ଟାର୍ଗେଟ ମଧ୍ୟ୍ୟ ଆସିଯିବ ଦରକାର ହେଲେ ଆହୁରି କିଛି ଦିନ ଅବଧି ବଢିବ ଏବଂ ସମସ୍ତ ଚାଷୀଙ୍କ ଧାନ କ୍ରୟ କରାଯିବ ବୋଲି ସିଏସଓ ପ୍ରତିଶୃତି ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like