-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା

02-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ଆନନ୍ଦ ନିକେତନ, ଖୁଜେନପାଲିଠାରେ ୭୭ତମ ବନ ମହୋତ୍ସବ ସପ୍ତାହ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱାତ୍ମ ଚେତନା ପରିଷଦର ସାଧାରଣ ସମ୍ପାଦକ ସ୍ୱାମୀ ସତ୍ୟବେଦନନ୍ଦ ସରସ୍ୱତୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବଲାଙ୍ଗୀର ବନ ବିଭାଗ ପକ୍ଷରୁ ରେଞ୍ଜର ନବୀନ ପଣ୍ଡା, ଫରେଷ୍ଟର ଆନନ୍ଦ ବିହାରୀ ସ୍ୱାଇଁ ଏବଂ ବନରକ୍ଷୀ ଭାରତୀ ମାଝୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ

ଥିଲେ। ବିଦ୍ୟାଳୟର ପ୍ରାଚାର୍ୟ୍ୟ ଡଃ ସୁଶାନ୍ତ କୁମାର ପ୍ରଧାନ, ପ୍ରଧାନ ଆଚାର୍ଯ୍ୟ ତରୁଣ କୁମାର ତ୍ରିପାଠୀ ଏବଂ ବିଶ୍ବାତ୍ମ ବିଦ୍ୟା ମନ୍ଦିର, ବଲାଙ୍ଗୀର ଇକୋ କ୍ଲବ ପ୍ରମୁଖ ସଞ୍ଜୟ କୁମାର ଦାସ ମଧ୍ୟ ଉପସ୍ଥିତ ଥିଲେ।

ସଭାର ଆରମ୍ଭରେ ଦୀପ ପ୍ରଜ୍ୱଳନ କରାଯାଇଥିଲା। ପରେ ଅତିଥିମାନେ ପରିବେଶ ସୁରକ୍ଷା, ବନ ସଂରକ୍ଷଣ, ଜୈବ ବିବିଧତାର ଗୁରୁତ୍ୱ ଏବଂ ଅଧିକରୁ ଅଧିକ ବୃକ୍ଷରୋପଣର ଆବଶ୍ୟକତା ସମ୍ପର୍କରେ ଉଦ୍ବୋଧନ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରକୃତି ସୁରକ୍ଷା ପ୍ରତି ସଚେତନ ହେବାକୁ ଆହ୍ୱାନ କରିଥିଲେ।

କାର୍ଯ୍ୟକ୍ରମକୁ ବିଦ୍ୟା ମନ୍ଦିରର ସଂଯୋଜକ ସମ୍ବିତ୍ କୁମାର ସଞ୍ଚାଳନ କରିଥିଲେ। ପରିଶେଷରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅତିଥିମାନଙ୍କ ଉପସ୍ଥିତିରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ପରିବେଶ ସୁରକ୍ଷାର ବାର୍ତ୍ତା ଦିଆଯାଇଥିଲା। ଏହି ଅବସରରେ ବଲାଙ୍ଗୀର ରେଞ୍ଜ ର କର୍ମଚାରୀ ବ୍ୟାସଦେବ ସାହୁ, ଅଶୋକ କୁମାର ସେଠ, ଶରତ କୁମାର ନାଏକ ଓ ମାନସୀ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like