-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||     

HOME   ଜିଲ୍ଲା

*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-

02-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ନୂତନ ଟାଉନ ହଲ ଠାରେ ଆନ୍ଧ୍ର ପ୍ରଦେଶର ତିରୁପତି ଠାରେ ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି  ୨୦୨୫ ର ଜାତୀୟ ସ୍ତରରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ, କୃଷି, କୃଷକ ମଙ୍ଗଳ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗ, ଭାରତ ସରକାର ମାନନୀୟ ଶ୍ରୀଯୁକ୍ତ ଶିବରାଜ ଚୌହାନ ଙ୍କ ଦ୍ଵାରା ଆଜି ଠାରୁ  ଶୁଭାରମ୍ଭ  କରାଯାଇଥିଲା। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମକୁ ଏଲ୍ ଇ ଡି ଟେଲିଭିଜନ ଜରିଆରେ ଆଭାସି ମାଧ୍ୟମରେ ଜନ ସାଧାରଣଙ୍କ ସିଧା ପ୍ରସାରଣ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ସୋନପୁର ଟାଉନ ହଲ ଠାରେ ବିକଶିତ ଭାରତ ଜି ରାମ ଜି ୨୦୨୫ କୁ  ମୁଖ୍ୟ ଅତିଥି ବିଧାୟକ, ବୀରମହାରାଜପୁର ଇଞ୍ଜିନିୟର ଶ୍ରୀ ରଘୁନାଥ ଜଗଦଳା, ଓ ସମ୍ମାନିତ ଅତିଥି ତଥା ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼  ନୃପରାଜ୍ ସାହୁ ଓ ଅନ୍ୟ ସମ୍ମାନିତ ଅତିଥି ଉପାଧ୍ୟକ୍ଷ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ସମାଜ ସେବୀ ,ଶ୍ରୀ ବେଣୁଧର ଦାଶ, ସାଂସଦ ଙ୍କ ପ୍ରତିନିଧି ଶ୍ରୀମତି ନଳିନୀ ପଣ୍ଡା ଙ୍କ ଦ୍ଵାରା  ଜିଲ୍ଲା ସ୍ତରରେ ଶୁଭାରମ୍ଭ କରାଯାଇଥିଲା।  ଏହି ଶୁଭାରମ୍ଭ ସଭାରେ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ, ସମସ୍ତ ପଞ୍ଚାୟତ ସମିତି ର   ଗୋଷ୍ଠୀ ଉନ୍ନୟନ ଅଧିକାରୀ , କର୍ମଚାରୀ ସମସ୍ତ ଗ୍ରାମ ପଞ୍ଚାୟତ ର ସରପଞ୍ଚ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ହିସାବ ରକ୍ଷକ ତଥା ଡାଟା ଏଣ୍ଟ୍ରି ଅପରେଟର , ମେଟ୍ ବା ଗାଁ ସାଥୀ ବୃନ୍ଦ, ଜିଲ୍ଲାର ଜନସାଧାରଣ, ମଜୁରିଆ, ବୁଦ୍ଧିଜୀବୀ,ବିଭିନ୍ନ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା  ମାନଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ର ଓ ବୈଦ୍ୟୁତିକ ଗଣ ମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ସମସ୍ତ  ଅତିଥି ମାନଙ୍କୁ ସ୍ଵାଗତ ଜଣାଇ  ଥିଲେ। ମୁଖ୍ୟ ଅତିଥି ତଥା ମାନ୍ୟବର ବିଧାୟକ, ବୀରମହାରାଜପୁର ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ  ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ସେମାନଙ୍କ ଅଭିଭାଷଣ ରେ ବିକଶିତ ଭାରତ ଜି ରାମ ଜି ୨୦୨୫ ର ବୈଶିଷ୍ଟ୍ୟ, ନିର୍ଦ୍ଧେଶାବଳି ଓ ନିୟମାବଳୀ ବିଷୟରେ ଉପସ୍ଥିତ ସମସ୍ତଙ୍କୁ ବିଶଦ ଭାବେ ଅବଗତ କରାଇବା ସହିତ ଗ୍ରାମାଞ୍ଚଳ ର ପ୍ରତ୍ୟେକ ପରିବାରକୁ ୧୨୫ ଦିନର ନିଶ୍ଚିତ ରୋଜଗାର ସହିତ ଗ୍ରାମାଞ୍ଚଳର ଜନସାଧାରଣଙ୍କ ଆବଶ୍ୟକତା ଅନୁଯାୟୀ ଗ୍ରାମାଞ୍ଚଳ ସ୍ଥାୟୀ ଭିତ୍ତିଭୂମି ନିର୍ମାଣ କରିବା ମୁଖ୍ୟ ଉଦ୍ଦେଶ୍ୟ ବୋଲି ଉପସ୍ଥିତ ଜନସାଧାରଣ ସଚେତନ କରି ଅବଗତ କରାଇଥିଲେ। ବିକଶିତ ଭାରତ ଜି ରାମ ଜି ୨୦୨୫ ରେ ଥିବା ବ୍ୟବସ୍ଥା ଅନୁଯାୟୀ ପ୍ରତ୍ୟେକ ପ୍ରକଳ୍ପ ଗ୍ରାମ ସଭାର ଅନୁମୋଦନ କ୍ରମେ କାର୍ଯ୍ୟକାରୀ କରାଯିବ ବୋଲି ପ୍ରକାଶ କରିଥଲେ। ମାନ୍ୟବର ବିଧାୟକ ଆହୁରି ପ୍ରକାଶ କଲେ ଯେ ଆବଶ୍ୟକତା ଅନୁଯାୟୀ  ସମସ୍ତ କାର୍ଯ୍ୟକାରୀ ସଂସ୍ଥା ମାନଙ୍କୁ ଯଥା ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଲାଇନ୍ ଦିପାର୍ଟମେଣ୍ଟ  ମାନଙ୍କୁ ସରକାରଙ୍କ ଦ୍ଵାରା ପାଣ୍ଠି ଉପଲବ୍ଧ କରାଯିବ।  ମଧ୍ୟାହ୍ନ ଭୋଜନ ବିରତି ପରେ ବିକଶିତ ଭାରତ ଜି ରାମ ଜି ୨୦୨୫  ଉପରେ ବିଶଦ ଭାବେ ଆଲୋଚନା କରାଗଲା ଓ ଶେଷରେ  ଉପସ୍ଥିତ ସମସ୍ତଙ୍କ ମଧ୍ୟରେ  ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓ ସଭା ସାଙ୍ଗ କରାଯାଇଥିଲା । ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ବିକଶିତ ଭାରତ ଜି ରାମ ଜି ୨୦୨୫ ଉପରେ ବ୍ୟାପକ ଜନ ସଚେତନତା ପାଇଁ ଏହି ଜନ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026

You Might Also Like