-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ

02-Jul-2026



ଖୁବଶୀଘ୍ର ସଂଶୋଧିତ ବହି ବିଭାଗୀୟ ୱେବସାଇଟ୍/ OSEPA website ରେ ଶିକ୍ଷାବିତ ତଥା ଜନସାଧାରଣଙ୍କ ମତାମତ ନିମନ୍ତେ ଦିଆଯିବ

ଭୁବନେଶ୍ୱର(ପ୍ରେରଣା ଖବର): ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଚଳିତ ଶିକ୍ଷା ବର୍ଷ ୨୦୨୬-୨୭ରୁ ନୂତନ ଭାବରେ ପ୍ରସ୍ତୁତ ପାଠ୍ୟପୁସ୍ତକଗୁଡ଼ିକରେ ତ୍ରୁଟି ପ୍ରସଙ୍ଗରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସମ୍ବୋଧନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ । ଯଥା ଶୀଘ୍ର ତ୍ରୁଟିଶୂନ୍ୟ ନୂତନ ପାଠ୍ୟ ପୁସ୍ତକ ଯୋଗାଇ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। 

ପ୍ରଥମରୁ ଅଷ୍ଟମ ଶ୍ରେଣୀର ପାଠ୍ୟପୁସ୍ତକଗୁଡ଼ିକରେ ତ୍ରୁଟି ଥିବା ସରକାରଙ୍କ ନଜରକୁ ଆସିଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଗୁରୁତ୍ୱକୁ ହୃଦୟଙ୍ଗମ କରି ପାଠ୍ୟପୁସ୍ତକରେ ଦେଖାଯାଇଥିବା ତ୍ରୁଟି କିପରି ହୋଇଥିଲା ଓ କେଉଁମାନେ ଏଥିରେ ଦାୟୀ ସେ ସମ୍ବନ୍ଧରେ ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନକରି ବିଚାର କରିବାପାଇଁ ନିର୍ଦେଶ ଦେଇଥିଲେ । କମିଟିର ସୁପାରିଶ କ୍ରମେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେଇସାରିଛନ୍ତି ଏବଂ ପରବର୍ତ୍ତୀ ସମୟରେ ଆବଶ୍ୟକ ସ୍ଥଳେ କାର୍ଯ୍ୟାନୁଷ୍ଠାନ ନେବାପାଇଁ ନିଷ୍ପତ୍ତି ନେଇଛନ୍ତି । ପାଠ୍ୟପୁସ୍ତକରେ ଦେଖାଯାଇଥିବା ତ୍ରୁଟିକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଗୁରୁତର ସହିତ ନେଇଛନ୍ତି ଓ ଛାତ୍ରଛାତ୍ରୀମାନଙ୍କୁ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ମାଧ୍ୟମରେ ଶିକ୍ଷା ପ୍ରଦାନ କରିବାପାଇଁ ନିର୍ଦେଶ ଦେଇଛନ୍ତି । 

ଶାସନ ସଚିବ ଡ. ନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ବର୍ତ୍ତମାନ ଏହି ତ୍ରୁଟିଗୁଡିକୁ ତର୍ଜମା କରାଯାଉଛି ଓ ବିଶେଷଜ୍ଞମାନଙ୍କର ପରାମର୍ଶ ନିଆଯାଉଛି । ଖୁବଶୀଘ୍ର ସଂଶୋଧିତ ବହି ବିଭାଗୀୟ ୱେବସାଇଟ୍ / OSEPA website ରେ ଶିକ୍ଷାବିତ ତଥା ଜନସାଧାରଣଙ୍କ ମତାମତ ନିମନ୍ତେ ଦିଆଯିବ । ସମସ୍ତଙ୍କର ମତାମତକୁ ବିଚାରକରି ଛାତ୍ରଛାତ୍ରୀମାନଙ୍କୁ ସଂଶୋଧିତ ବହି ପ୍ରଦାନ କରାଯିବ । 

ରାଜ୍ୟର ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସମ୍ପୂର୍ଣ ତ୍ରୁଟିଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ଏବଂ ନୂତନ ପାଠ୍ୟପୁସ୍ତକ ଯୋଗାଇଦେବା ପର୍ଯ୍ୟନ୍ତ ସଂଶୋଧିତ ତଥ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ପ୍ରଦାନ କରାଯାଇ ପାଠ ପଢା ଚାଲୁ ରହିବ । ସରକାର ଯଥା ଶୀଘ୍ର ପୁନର୍ବାର ତ୍ରୁଟିଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ଲକ୍ଷ୍ୟ ରଖିଛନ୍ତି ବୋଲି ଶାସନ ସଚିବ ଡ. ନାୟକ ସୂଚନା ଦେଇଛନ୍ତି ।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like